ଆଜି ପ୍ରକାଶ ପାଇବ +2 ପରୀକ୍ଷା ଫଳ, ଆଉ କିଛି ସମୟର ଅପେକ୍ଷା..

ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ। ଡିଜିଲକରରୁ ମାର୍କସିଟ ଡାଉନଲୋଡ କରିପାରିବେ।

0

ଭୁବନେଶ୍ବର : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଦିନ ସାଢେ ୧୨ଟାରେ ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ। ଛାତ୍ରଛାତ୍ରୀମାନେ www.orissaresults.nic.in ଓ www.chseodisha.nic.in  ଓ୍ୱେବ୍ସାଇଟରେ ପରୀକ୍ଷା ଫଳ ଦେଖିପାରିବେ। ଏହାସହ ସାମସ୍ କଲେଜ ଲଗଇନ୍ ଜରିଆରେ ପରୀକ୍ଷା ଫଳ ଉପଲବ୍ଧ ହେବ ।

Leave A Reply

Your email address will not be published.