ପାଟନା: ବିହାରରେ ଦେଖାଦେଇଥିବା ରାଜନୈତିକ ଅସ୍ଥିରତା ରବିବାର ରୋଚକ ମୋଡ଼ ନେଇଛି। ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତୀଶ କୁମାର। ରବିବାର ସକାଳେ ମହାମେଣ୍ଟରୁ ଓହରି ପଦରୁ ଇସ୍ତଫା ଦେଇଥିବା ନୀତୀଶ ସନ୍ଧ୍ୟାରେ ଏନଡିଏ ସମର୍ଥନରେ ୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ବିହାର ରାଜଭବନରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏଥିସହ ବିଜେପିର ବିଜୟ କୁମାର ସିହ୍ନା ଏବଂ ସମ୍ରାଟ ଚୌଧୁରୀ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।
Sign in
Sign in
Recover your password.
A password will be e-mailed to you.
Comments are closed.