ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

0

ବାଲେଶ୍ଵର : ବିଜୁ ଜନତା ଦଳ ପାଇଁ ଏକ ଖରାପ ଖବର ଆସିଛି। ଆଜି ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା ସୁନିତା ବେହେରା ବିଜେଡ଼ି ରୁ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁନିତା ଇସ୍ତଫା ପତ୍ର ପଠାଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେହିଭଳି ଜିଲ୍ଲାର କୃଷକ ମୋର୍ଚ୍ଚା ସଭାପତି ଅଜୟ ସାମଲ ମଧ୍ୟ ଦଳ ଛାଡିଛନ୍ତି।

ତେବେ ଗତକାଲି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ଓ ବସ୍ତା ବ୍ଲକ ଅଧ୍ୟକ୍ଷା ମଧ୍ୟ ବିଜେଡ଼ି ରୁ ଇସ୍ତଫା ଦେଇଛନ୍ତି।

Leave A Reply

Your email address will not be published.