ରାଉରକେଲା : ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସଜେଇ ହେଉଛି ଇସ୍ପାତ ସହର ରାଉରକେଲା। ଆସନ୍ତା କଲି ରାଉରକେଲା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏୟାର ପୋର୍ଟ ପାଖ ପଡିଆରେ ଏକ ବିରାଟ କାର୍ଯ୍ୟକ୍ରମ ପାଇଁ ହୋଇଛି ବ୍ୟବସ୍ଥା l ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବାକୁ ଯାଇ ଆଜି ଏକ ବିରାଟ କାରକେଡ୍ ରିହର୍ସାଲ୍ ହେଉଛି । ରାଉରକେଲା ବିମାନ ବନ୍ଦରରରୁ ଆରମ୍ଭ ହୋଇ ଏହି କାରକେଡ୍ ପାନପୋଷ ଯାଏ ଯିବ। ସମସ୍ତ ବରିଷ୍ଠ ଅଧିକାରୀଙ୍କ ସମେତ କେନ୍ଦ୍ରୀୟ ଫୋର୍ସ ଏଥିରେ ସାମିଲ ହୋଇଛନ୍ତି।
Sign in
Sign in
Recover your password.
A password will be e-mailed to you.
Comments are closed.