ଜୁନ୍‌ ୨୧ରେ ଓଟିଇଟି

0

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି) ଜୁନ୍‌ ୨୧ ତାରିଖରେ ଅନୁଷ୍ଠିତ ହେବ। ପ୍ରଥମେ ପେପର-୧ ସକାଳ ୯ଟାରୁ ୧୧.୩୦ ଏବଂ ପେପର-୨ ପରୀକ୍ଷା ଅପରାହ୍ଣ ୨ଟାରୁ ୪.୩୦ ପର୍ଯ୍ୟନ୍ତ ହେବ। ଜୁନ୍‌ ୯ରୁ ବୋର୍ଡ ୱେବ୍‌ସାଇଟ୍‌ www.bseodisha.nic.in. ରେ ଆଡମିଟ୍‌ କାର୍ଡ ଉପଲବ୍ଧ ରହିବ। ଆଶାୟୀମାନେ ସେଠାରୁ ଡାଉନ୍‌ଲୋଡ କରିବା ନେଇ ବୋର୍ଡ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ଜାରି କରାଯାଇଛି।

Leave A Reply

Your email address will not be published.