‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ହିଂସା, ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ଟିମ୍ ଗଠନ

ପ୍ରେସମିଟରେ ସୂଚନା ଦେଲେ ରାୟଗଡ଼ା ଏସପି ରାଜ ପ୍ରସାଦ।

0

ରାୟଗଡ଼ା : ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ ହୋଇଛି। ୩ ଟି ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି। ତଦନ୍ତରେ କ୍ରାଇମବ୍ରାଞ୍ଚ ମଧ୍ୟ ଜିଲ୍ଲା ପୋଲିସକୁ ସହଯୋଗ କରୁଛି।

Leave A Reply

Your email address will not be published.