ବୈତରଣୀ ବନ୍ୟା ପାଇଁ ପାୱାର ପ୍ରୋଜେକ୍ଟସକୁ କାରଣ ଦର୍ଶାଅ ନୋଟିସ।

ବନ୍ୟା ସମୟରେ ବେନିୟମ ଭାବେ ଗେଟ୍ ଖୋଲୁଥିବାରୁ ଜଳସମ୍ପଦ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି।

0

ଭୁବନେଶ୍ୱର:ବୈତରଣୀରେ ବାରମ୍ବାର ବନ୍ୟା ଆସିବା ଘଟଣା ନେଇ ବୈତରଣୀ ପାଓ୍ୱାର ପ୍ରୋଜେକ୍ଟସକୁ କାରଣ ଦର୍ଶାଅ ନୋଟିସ ଜାରି। ବୈତରଣୀ ନଦୀର ତଳମୁଣ୍ଡରେ ଅନିୟନ୍ତ୍ରିତ ବନ୍ୟା ପରିସ୍ଥିତି ସୃଷ୍ଟି କରିବା ଅଭିଯୋଗରେ ବୈତରଣୀ ପାୱାର ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡ BPPLକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।

Leave A Reply

Your email address will not be published.