ଗ୍ରାମସଭାରେ ଯୋଗଦେଲେ ବିଧାୟକ ରୂପେଶ ପାଣିଗ୍ରାହୀ !

0

ଗଜପତି,୧୫.୧୧( ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଗାଇବା ପଞ୍ଚାୟତର କିମ୍ବୁସିଂ ଗ୍ରାମରେ ଅନୁଷ୍ଠିତ ଗ୍ରାମସଭାରେ ଯୋଗଦେଇ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଲେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ। ଗ୍ରାମର ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ସହ ଫୋନ୍‌ରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ କହିଥିଲେ।ଏହି କାର୍ଯ୍ୟକ୍ରମରେ ବିଜେଡି ନେତା ଜେମସ୍ ରାଇକା, ପାସନ୍ନ ରଇତ୍, ମାଲା ଶ୍ରିନୁ, ପାଳକ ସୂର୍ଯ୍ୟ ଭୁଁୟାଙ୍କ ସମେତ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.