କନ୍ଧମାଳ: କନ୍ଧମାଳ ଜିଲ୍ଲା ଟିକାବାଲି ଏ. ଏମ. ସି. ଏସ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଜାତୀୟ ଆଲୋଚନା ଚକ୍ର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଆଲୋଚନାର ବିଷୟ ଥିଲା ଭାରତୀୟ ଗଣତନ୍ତ୍ର.. ସମସ୍ୟା ଓ ଆହ୍ୱାନ। ମୁଖ୍ୟ ଅତିଥିଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ଼ ଗୀତାଞ୍ଜଳି ଦାସ, ମୁଖ୍ୟ ବକ୍ତାଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ରାଜନୀତି ବିଜ୍ଞାନ ପ୍ରଫେସର ଡ଼ ବିଷ୍ଣୁ ଚରଣ ଚୌଧୁରୀ, ବକ୍ତା ଭାବେ ନାଗାଲାଣ୍ଡ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ଼ ଦାଶରଥି ଭୂୟାଁ ଯୋଗଦେଇ ପ୍ରସଙ୍ଗକୁ ନେଇ ବିଷଦ ଆଲୋଚନା କରିଥିଲେ।
Sign in
Sign in
Recover your password.
A password will be e-mailed to you.
Comments are closed.