ଡେସ୍କ: ପଞ୍ଜାବ ରାଜ୍ୟପାଳ ତଥା କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ବନୱାରୀ ଲାଲ ପୁରୋହିତ ଉଭୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି ଏବଂ ଇସ୍ତଫା ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଉଛନ୍ତି ବୋଲି ତାଙ୍କ ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି।
Sign in
Sign in
Recover your password.
A password will be e-mailed to you.
Comments are closed.