ଭୁବନେଶ୍ୱର: ୨ ବର୍ଷ ପରେ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ମନ୍ତ୍ରୀମଣ୍ଡଳରେ ସବୁଠାରୁ ଧନୀ ଭାବେ ମୁଖ୍ୟମନ୍ତ୍ରୀ ନିଜର ସ୍ଥାନ ବଜାୟ ରଖିଛନ୍ତି। ଡିସେମ୍ବର ୩୧,୨୦୨୧ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ମୋଟ ସମ୍ପତ୍ତିର ପରିମାଣ ଥିଲା ୬୪. ୮୭ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ହରିୟାନାର ଫରିଦାବାଦରେ ଥିବା ତାଙ୍କ ଫାର୍ମ ହାଉସକୁ ବିକ୍ରି କରିଥିଲେ ମଧ୍ଯ ସମ୍ପତ୍ତି ତାଲିକାରେ ସର୍ବୋଚ୍ଚ ସ୍ଥାନ ବଜାୟ ରକ୍ଷିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ରୂପେ ପ୍ରାୟ ୯ କୋଟିର ଆରବିଆଇ ବଣ୍ଡ, କୋଟିଏ ଟଙ୍କାର ପୋଷ୍ଟାଲ ସେଭିଙ୍ଗ ଓ ପ୍ରାୟ ୧ କୋଟି ୧୧ ଲକ୍ଷ ଟଙ୍କାର ଟର୍ମ ଡିପୋଜିଟ ରଖିଛନ୍ତି।
Sign in
Sign in
Recover your password.
A password will be e-mailed to you.
Comments are closed.