ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ନାହିଁ ବିଶେଷ ବର୍ଷା ।

ଆଜିଠୁ ଶୁଖିଲା ରହିବ ପାଗ । ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ନାହିଁ ବିଶେଷ ବର୍ଷା । ଲଘୁଚାପ ପ୍ରଭାବ କମିବା ଫଳରେ ବର୍ଷାର ପରିମାଣ ଓ ବିସ୍ତୃତି କମିଛି । ହେଲେ ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ । ୨୪, ୨୬ ଓ ୨୭ ତାରିଖରେ ସ୍ଥାନେ ସ୍ଥାନେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋବାର ସମ୍ଭାବନା ରହିଛି । ୨୮ ତାରିଖ ପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି!.

Comments are closed.