ରାଉରକେଲା: ଓଡ଼ିଶା-ଝାରଖଣ୍ଡ ସୀମାନ୍ତ ଗୋଏଲକେରା ଅଞ୍ଚଳରେ ପୁଣି ହିଂସାକାଣ୍ଡ ଭିଆଇଛନ୍ତି ମାଓବାଦୀl ପୁଲିସ ଇନଫର୍ମର ସନ୍ଦେହରେ ଜଣେ ବୃଦ୍ଧଙ୍କ ଗଳା କାଟି ନିର୍ମମ ଭାବେ ହତ୍ୟା କରିଛନ୍ତି। ଘଟଣାସ୍ଥଳରେ ନକ୍ସଲ ପୋଷ୍ଟର ଲଗାଇଛନ୍ତି। ଏଥିରେ ପୁଲିସର ଦଲାଲଗିରି ଛାଡ଼, ନଚେତ ଏମିତି ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଚେତାବନୀ ଦିଆଯାଇଛି। ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପୋଷ୍ଟର ସହ ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି।
Sign in
Sign in
Recover your password.
A password will be e-mailed to you.
Comments are closed.