ଆଗକୁ ରାଜ୍ୟରେ ଏକ ବଡ ରାଜନୈତିକ ପରିବର୍ତ୍ତନ ହେବ : ବିଜୟ ମହାପାତ୍ର

ଭୁବନେଶ୍ଵର : ବଡ଼ ବୟାନ ରଖିଲେ ବରିଷ୍ଠ ନେତା ବିଜୟ ମହାପାତ୍ର । ରାଜ୍ୟ ରାଜନୀତିରେ ଆସିବ ପରିବର୍ତ୍ତନ । ବିଜୟ କହିଛନ୍ତି, ୬ ମାସ ତଳେ କହିଥିଲି ୨୦୨୬ ନିର୍ଣ୍ଣାୟକ ବର୍ଷ ହେବ । ଲୋକ ଆଶା କରିଥିଲେ ଦିଲ୍ଲୀପ ରାୟ ଜିତିବେ । ବିଜେଡି ନେତାଙ୍କ ଭିତରେ ଅସନ୍ତୋଷ ଥିଲା । ସବୁ ଦଳର ନେତା…

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

ଭୁବନେଶ୍ଵର : ରାଜ୍ୟର ସମଗ୍ର ଆଉଟସୋର୍ସିଙ୍ଗ କର୍ମଚାରୀଙ୍କୁ ଓଡିଶାର ନାଗରିକ ଭାବେ ବିଚାର କରୁନାହାନ୍ତି ଓ ଆର୍ଥିକ ମାନସିକ ଚାପ ପକେଇ ସେମାନକ ସଂସାରକୁ ରସାତଳକୁ ନେଇଯାଉଛନ୍ତି ବୋଲି ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ପକ୍ଷରୁ ଅଭିଯୋଗ କରାଯାଇଛି। ସରକାରଙ୍କ ଏଭଳି ଜନ…

ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ

ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନରେ ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର,  ବିଜେଡିର ସଂତୃପ୍ତ ମିଶ୍ର ଓ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ ।  କଂଗ୍ରେସ ଓ ବିଜେଡି ମିଳିତ ପ୍ରାର୍ଥୀ ଦତ୍ତେଶ୍ବର ହୋତା ଦିଲ୍ଲୀପଙ୍କ ଠାରୁ ପରାଜିତ ହୋଇଛନ୍ତି। ପ୍ରଥମ ପସନ୍ଦ ଭୋଟରେ…

SCB ମେଡିକାଲ ଅଗ୍ନିକାଣ୍ଡ : ରାଷ୍ଟ୍ରପତିଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ…

ଭୁବନେଶ୍ୱର :  କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ। ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ।  PMNRFରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ। ଏହା ସହ ଆହତଙ୍କୁ ୫୦…

ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ : ଅଭିଯୋଗ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନ ପାଇଁ ବିଧାନସଭାର ୫୪ ପ୍ରକୋଷ୍ଠରେ ଆରମ୍ଭ ହୋଇଛି ମତଦାନ ପକ୍ରିୟା। ଏଥିରେ ଚାରିଟି ଖାଲିଥିବା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଏହି ଆସନ ପାଇଁ ପାଞ୍ଚଜଣ ପ୍ରତିଦ୍ବନ୍ଦିତା କରୁଛନ୍ତି। ତେବେ ତିନୋଟି ଆସନରେ ବିଜେପି ଓ ବିଜେଡି ପ୍ରାର୍ଥୀ ଜିତୁଥିବା…

ବିଜେଡି ବିରୋଧରେ ପ୍ରବଳ ବର୍ଷିଲେ ସନା ମହାକୁଡ଼

ଭୁବନେଶ୍ୱର :   ଆଜି ରାଜ୍ୟର ୪ ରାଜ୍ୟସଭା ଆସନ ପାଇଁ ମତଦାନ ଚାଲିଛି । ଏହି କ୍ରମରେ ଜଣଙ୍କ ପରେ ବିଧାୟକ ବିଧାନସଭାର ମତଦାନ କେନ୍ଦ୍ରକୁ ଆସି ଭୋଟ ଦେଉଚନ୍ତି । ବିଜେଡିରୁ ନିଲମ୍ବିତ ଚମ୍ପୁଆ ବିଧାୟକ ମଧ୍ୟ ଭୋଟ ଦେଇଛନ୍ତି । ଭୋଟ୍ ଦେବା ପରେ ବିଜେଡି ବିରୋଧରେ ପ୍ରବଳ ବର୍ଷିଛନ୍ତି।…

OWMର ତୃତୀୟ ବାର୍ଷିକ ସମାରୋହ ବୃତ୍ତିଗତ ଦାୟିତ୍ୱ ଏବଂ ବ୍ୟକ୍ତିଗତ ଖୁସିକୁ ଆଲୋକିତ କରେ

ଭୁବନେଶ୍ୱର: ଓଡ଼ିଶାର ଗଣମାଧ୍ୟମ ଏବଂ ତତସମ୍ପର୍କିତ କ୍ଷେତ୍ରରେ କାର୍ଯ୍ୟରତ ମହିଳା ପେଶାଜୀବୀମାନଙ୍କର ମଞ୍ଚ ଓଡ଼ିଶା ଓମେନ୍ ଇନ୍ ମିଡିଆ (OWM) ର ୩ୟ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ସାମିଲ ହୋଇଥିବା ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ଅତିଥିମାନେ ସୁଖୀ ଜୀବନ ଲାଭ…

କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ।

ଭୁବନେଶ୍ବର : କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର…

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା : ଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ…

କଟକ : ଏସ ସି ବି ମେଡିକାଲ ଟ୍ରମା କେଆର୍ ଆଇସିୟୁ ରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କ ରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ…