ବିଧାନସଭା କ୍ଷେତ୍ରସ୍ତରୀୟ ଉନ୍ନୟନ କମିଟି ବୈଠକ

ଗଞ୍ଜାମ ବୁଗୁଡ଼ା ୧୧।୨ (ଡ. କୁମୁଦ ଚନ୍ଦ୍ର ବେହେରା ) ପୋଲସରା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ପୋଲସରା ଓ ବୁଗୁଡ଼ା ବ୍ଲକ ର ଆଗାମୀ ୩ ବର୍ଷ ମଧ୍ୟରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ କରାଯିବ । ତାହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ୭ ଦିନ ରେ ପ୍ରସ୍ତୁତ କରି ଜିଲ୍ଲା ପ୍ରଶାସନ କୁ ଦିଆଯିବ…

ସପ୍ତାହେ ପରେ ବିଧାନସଭା ବଜେଟ ଅଧିବେଶନ: ୧୬ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ବହିବ ଧାନ ମଣ୍ଡି ଝଡ଼ । ଉଛୁଳିବ ମହାନଦୀ ଜଳ । ମୋଟରଯାନ ପ୍ରଦୂଷଣ ପ୍ରମାଣପତ୍ର (ପିୟୁସିସି) କଟକଣାରୁ ନେଇ ଆଇନଶୃଙ୍ଖଳା ଓ ଏସଆଇଆର୍ ପର୍ଯ୍ୟନ୍ତ ଅନେକ ପ୍ରସଙ୍ଗ ଧରି ବସିଛନ୍ତି ବିରୋଧୀ ଦଳ । ଗୋଟିଏ ଗୋଟିଏ କରି ଉଠାଇବେ, ସରକାରଙ୍କୁ ଜବାବ ମାଗି ଘେରିବେ । ବିଧାନସଭାର ଆଗାମୀ…

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

ଭୁବନେଶ୍ଵର : ରାଜ୍ୟର ପ୍ରାଥମିକ ଶ୍ରେଣୀର ଶିକ୍ଷାର୍ଥୀମାନଙ୍କର ଭାଷାଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ଦକ୍ଷତାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ -୧ ପରିସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନେଇ ଏକ ଦିବସୀୟ…

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ଵର : ରାଜ୍ୟରେ ବଢ଼ୁଥିବା ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ…

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। କନ୍ଧମାଳରୁ ଭୁବନେଶ୍ୱର ଅଭିମୁଖେ ଚୋରା ଚାଲାଣ ହେଉଥିବା 29 କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ନିଧିଆପଲ୍ଲୀ ଛକ ନିକଟରେ ଏସ୍.ଆଇ. ଏଲ୍. ବିଶ୍ୱାଳଙ୍କ ନେତୃତ୍ୱରେ…

ଘାଟି ତଳକୁ ଖସିଲା ବସ୍‌, ୧୦ ଗୁରୁତର

ହରଭଙ୍ଗା : ଘାଟି ତଳକୁ ଖସିଲା ବସ୍‌, ୧୦ ଜଣ ଗୁରୁତର। ବୌଦ୍ଧ ଜିଲ୍ଲା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଆଡ଼େଣିଗଡ଼ ଫାଣ୍ଡି ନିକଟସ୍ଥ ଝିଲମିଲ ଘାଟିରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ଭାରସାମ୍ୟ ହରାଇ ଘାଟି ତଳକୁ…

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭ‍ବନ ଠାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗ୍ରାମୀଣ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍‌ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।…

ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ “ବନ୍ଦେ ମାତରମ୍”

ନୂଆଦିଲ୍ଲୀ : ବନ୍ଦେ ମାତରମ୍ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, “ବନ୍ଦେ ମାତରମ୍” ପାଇଁ ଠିଆ ହେବା ବାଧ୍ୟତାମୂଳକ ହେବ। ସିନେମା ହଲରେ “ବନ୍ଦେ ମାତରମ୍” ପାଇଁ ଠିଆ ହେବା ଆବଶ୍ୟକ ହେବ ନାହିଁ, କିନ୍ତୁ ସରକାରୀ…

ଆସନ୍ତାକାଲି ଭାରତ ବନ୍ଦ

ବି. ବି. ନିୟୁଜ :  ୧୦ଟି କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନର ଏକ ମିଳିତ ମଞ୍ଚ ଘୋଷଣା କରିଛନ୍ତି ଯେ ଫେବୃଆରୀ ୧୨ ତାରିଖ ଅର୍ଥାତ ଆସନ୍ତାକାଲି ଭାରତ ବନ୍ଦ । ଦେଶବ୍ୟାପୀ ସାଧାରଣ ଧର୍ମଘଟରେ ଦେଶବ୍ୟାପୀ ପ୍ରାୟ ୩୦ କୋଟି ଶ୍ରମିକ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି। ଏହି ୟୁନିଅନ ଗୁଡ଼ିକ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତକୁ ହତ୍ୟା: ଏସିପି

ଭୁବନେଶ୍ବର: ନୀଳାଦ୍ରିବିହାର ସତ୍ୟବ୍ରତ ହତ୍ୟା ଘଟଣା ଉପରୁ ପୁଲିସ୍‌ ପର୍ଦ୍ଦା ଉଠାଇଛି। ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତକୁ ହତ୍ୟା କରାଯାଇଥିବା ଏସିପି ସୋନାଲ ସିଂ ପରମାର୍‌ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ବର୍ତ୍ତମାନ ସୁଦ୍ଧା ଦିନେଶ ଏକମାତ୍ର ଅଭିଯୁକ୍ତ ରହିଛି। ଯେଉଁ ଲିଜାଙ୍କୁ ନେଇ…