ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ଭୁବନେଶ୍ୱର: ସମାଜର ହିତ ସାଧନକୁ ଦୃଷ୍ଟିରେ ରଖି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌, କ୍ୟାମ୍ପସ -୧ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ଗୁରୁବାର ଏକ ବିଶାଳ ନିଶୁଳ୍ପ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଛି। ଆଇଏମ୍‌ଏସ ଆଣ୍ଡ ସମ ହସ୍ପିଟାଲ୍ ଓ…

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚି ସୁରକ୍ଷିତ ଉଦ୍ଧାର କରିଛି ଓଡ୍ରାଫ୍ ଟିମ୍।

ନୂଆପଡ଼ା: ନୂଆପଡ଼ା ଜିଲ୍ଲାର ଖରିଆର ବ୍ଲକ ଅନ୍ତର୍ଗତ ବିରିଘାଟ ଗ୍ରାମ ନିକଟରେ ବଢ଼ୁଥିବା ବନ୍ୟାଜଳ ମଧ୍ୟରେ ଏକ ପୋଲଟ୍ରି ଫାର୍ମ ଘରର ଛାତ ଉପରେ ଫସି ରହିଥିବା ୮ ଜଣଙ୍କୁ ଅତ୍ୟନ୍ତ ସାହସିକତାର ସହ ସୁରକ୍ଷିତ ଉଦ୍ଧାର କରିଛି ଓଡ୍ରାଫ୍ ଟିମ୍। ସୂଚନାଯୋଗ୍ୟ ଯେ, ବନ୍ୟାଜଳ ବଢ଼ିବା ସହ…

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବସ୍ତରର ସାମାଜିକ ପରମ୍ପରାର ପ୍ରମୁଖ ପ୍ରତିନିଧି ତଥା ବସ୍ତର ପାଣ୍ଡୁମର ବିଜେତା ମାଞ୍ଝି-ଚାଲାକିଙ୍କ ସହ ଭାବ ବିନିମୟ କରିଛନ୍ତି। ଏକ୍ସରେ ଏକ ପୋଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ…

ଓଡ଼ିଶାରେ ସ୍ୱଚ୍ଛ ଶକ୍ତିର ପ୍ରସାର ଏବଂ ଚାଷୀଙ୍କ ବିକାଶ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ଵର: ଓଡ଼ିଶାରେ ସ୍ୱଚ୍ଛ ଶକ୍ତିର ପ୍ରସାର ଏବଂ ଚାଷୀଙ୍କ ବିକାଶ ପାଇଁ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଏବଂ ନୀତି ଗବେଷଣା ସଂସ୍ଥା ‘CSTEP’ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏହି ୫ ବର୍ଷିଆ ସହଭାଗିତା ମାଧ୍ୟମରେ ସଠିକ୍ ତଥ୍ୟ, ଆଧୁନିକ ଡିଜିଟାଲ୍ ବ୍ୟବସ୍ଥା ଏବଂ…

ଟ୍ରେନ୍‌ ଧକ୍କାରେ ୪୦ ଛେଳିଙ୍କ ମୃତ୍ୟୁ

ବୌଦ୍ଧ:ବୌଦ୍ଧ ଜିଲ୍ଲାରେ ଏକ ଦୁଃଖଦ ଘଟଣାରେ ଟ୍ରେନ୍‌ ଧକ୍କାରେ ପ୍ରାୟ ୪୦ଟି ଛେଳିଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଃଖଦ ଘଟଣାରେ ବୌଦ୍ଧ ଜିଲ୍ଲାରେ ଘଟିଛି।  କାଦୋପଦର ନିକଟସ୍ଥ ରେଳ ବ୍ରିଜ ଅତିକ୍ରମ କରୁଥିବା ବେଳେ ଛେଳିପଲଙ୍କୁ ଟ୍ରେନ୍‌ ଧକ୍କା ଦେଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ,…

ଆଜି ଭଦ୍ରକରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି ବନ୍ଦ

ଭଦ୍ରକ:ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲା ପ୍ରଶାସନ ଆଜି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଘୋଷଣା କରିଛି। ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶ ଅନୁଯାୟୀ, ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁଁ ଛାତ୍ରଛାତ୍ରୀଙ୍କ…

ବୈଧ ଡ୍ରାଇଭିଂ ଲାଇସେନ୍ସ ନଥିଲେ ବୀମା କମ୍ପାନୀ ଦାୟୀ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଦୁର୍ଘଟଣା କ୍ଷତିପୂରଣକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯଦି ଦୁର୍ଘଟଣା ସମୟରେ ଗାଡ଼ି ଚାଳକଙ୍କ ପାଖରେ ବୈଧ ଡ୍ରାଇଭିଂ ଲାଇସେନ୍ସ ନଥାଏ କିମ୍ବା ଲାଇସେନ୍ସର ନବୀକରଣ ହୋଇନଥାଏ,ତେବେ କ୍ଷତିପୂରଣ ଦେବା ପାଇଁ ବୀମା କମ୍ପାନୀକୁ ବାଧ୍ୟ କରାଯାଇପାରିବ…

ତରଭା ବ୍ଲକରେ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର

ତରଭା,ତା ୩୦/୦୭ : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ୍ ପଞ୍ଚାୟତ ସମିତି ସଭାଗୃହରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ସଫଳତାର ସହ ସମ୍ପନ୍ନ ହୋଇଯାଇଛି।ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଲା ଆଗ୍ରିବିଜିନେସ୍‌ ପାଠ୍ୟକ୍ରମର ଓରିଏଣ୍ଟେସନ୍‌ କାର୍ଯ୍ୟକ୍ରମ 

ଭୁବନେଶ୍ୱର:୩୦/୦୭(କୃଷ୍ଣ କୁମାର ମହାନ୍ତି) : ଉତ୍କଳ ବିଶ୍ୱବିଦ୍ୟାଳୟର ସେଣ୍ଟର ଫର ଆଗ୍ରି-ମ୍ୟାନେଜମେଣ୍ଟ ପକ୍ଷରୁ ଏମବିଏ (ଆଗ୍ରିବିଜିନେସ୍ ମ୍ୟାନେଜମେଣ୍ଟ) ନୂତନ ବ୍ୟାଚ୍‌ ପାଇଁ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ‘ମାର୍ଗଶୋଧକ’ ଆୟୋଜିତ ହୋଇଯାଇଛି। ବାର୍କ ଅଡିଟୋରିୟମରେ ଅନୁଷ୍ଠିତ ଏହି…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା ‘ଲିଙ୍ଗଗତ ସମାନତା’ ଶୀର୍ଷକ ଆଲୋଚନାଚକ୍ର

ଭୁବନେଶ୍ୱର, ୩୦/୭(କୃଷ୍ଣ କୁମାର ମହାନ୍ତି) : ଉତ୍କଳ ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ଏବଂ 'ଶକ୍ତିଶ୍ରୀ ଏମ୍ପାୱରମେଣ୍ଟ ସେଲ୍'ର ମିଳିତ ସହଯୋଗରେ 'ଲିଙ୍ଗଗତ ସମାନତା' ଶୀର୍ଷକ ଏକ ବିଶେଷ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି। ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଅନୁଷ୍ଠିତ ଏହି…