ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୮ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ ବାଜିଲା…
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ୪୩ତମ ରାଜ୍ୟ ମନ୍ତ୍ରୀମଣ୍ଡଳ ବୈଠକରେ ରାଜ୍ୟର ବିକାଶ ତଥା…