ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ
ଭୁବନେଶ୍ୱର: ଭୁବନେଶ୍ୱର ଜୟଦେବ ଭବନଠାରେ ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦକ୍ଷ କର ପ୍ରଶାସନ, ସ୍ୱେଚ୍ଛାକୃତ କର ଅନୁପାଳନକୁ ପ୍ରୋତ୍ସାହନ ଏବଂ କରଦାତା କୈନ୍ଦ୍ରିକ ପଦକ୍ଷେପ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ଆୟକର ବିଭାଗର ଗୁରୁତ୍ୱପୂର୍ଣ୍ଣ…