ଉତ୍ତର ଓଡ଼ିଶାକୁ ପୁଣି ବନ୍ୟା ବିପଦ: ଦ୍ରୁତଗତିରେ ବଢ଼ୁଛି ସୁବର୍ଣ୍ଣରେଖାର ଜଳସ୍ତର
ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ବିପତ୍ତି ଦେଖାଦେଇଛି। ଗାଁ ଗଣ୍ଡାରୁ ବନ୍ୟା ପାଣି ସମ୍ପୂର୍ଣ୍ଣ ଛାଡ଼ି ନଥିବା ବେଳେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ଦ୍ରୁତଗତିରେ ବୃଦ୍ଧି ପାଇବା ଫଳରେ ସ୍ଥିତି ସଙ୍ଗୀନ ହୋଇପଡ଼ିଛି। ମୟୂରଭଞ୍ଜ ସମେତ ପଡ଼ୋଶୀ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ…