ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି
ବ୍ରହ୍ମପୁର :ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖ ରେ ଗଞ୍ଜାମ ଗସ୍ତରେ ଆସିବା କାର୍ଯକ୍ରମ ରହିଛି। କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ସୂଚନା ମିଳିନଥିଲେ ମଧ୍ୟ ୪ ତାରିଖ ରେ ଗଞ୍ଜାମର ତପ୍ତପାଣି ଠାରେ ଆଦିବାସୀ ଶବର ସମାଜ ର ସମ୍ମିଳନୀରେ ରାଷ୍ଟ୍ରପତି ଯୋଗଦେବା…