ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି: ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’-ସ୍ୱତନ୍ତ୍ର ଯୁବ ଉଦ୍ୟମୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ…