ଦୁଷ୍କର୍ମ ଅଭିଯୋଗରେ ୩ ଗିରଫ
କୋଲାବିରା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନାଞ୍ଚଳର ଜନୈକା ୨୭ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ୩ ଜଣଙ୍କୁ ପୁଲିସ୍ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୋଗ ଅନୁସାରେ ମହିଳା ଜଣକ ଗତ ୧୬ ତାରିଖ ସକାଳ ପ୍ରାୟ ସାଢ଼େ ୮ଟା ବେଳେ ଗାଁ ମୁଣ୍ଡ କାଜୁ ବଗିଚାରୁ…