ଦେଶରେ ଆଜି ୫୦୦ ତଳେ ନୂଆ କୋଭିଡ୍‌-୧୯ ସଂକ୍ରମଣ; ସାଢ଼େ ୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୫୦୦ ତଳକୁ ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ସାଢ଼େ ୬ ହଜାର ତଳକୁ ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ…

ଖପ୍ରାଖୋଲ ପୁଲିସ ଦ୍ୱାରା ଉଦ୍ଧାର ହେଲେ ୮ ଦାଦନ ଶ୍ରମିକ

ଧଣ୍ଡାମୁଣ୍ଡା: ଜୋରସୋରରେ ଚାଲୁଛି ଦାଦନ ଚାଲାଣ। ପୁଲିସ ସକ୍ରିୟତାର ସହିତ ଉଦ୍ଧାର କରିଚାଲିଥିବା ବେଳେ ଦାଦନ ଚାଲାଣ ଥମିବାର ନାଁ ନେଉ ନାହିଁ। ପ୍ରତ୍ୟେକ ଦିନ କିଛି ନାଁ କିଛି ଦାଦନ ଶ୍ରମିକଙ୍କୁ ପୁଲିସ ଉଦ୍ଧାର କରୁଛି, ହେଲେ ଦଲାଲମାନେ ଅଭିନଵ ପନ୍ଥା ଅବଲମ୍ବନ କରି ଏବେ ଘରୋଇ ବସମାନଙ୍କରେ…

୩ ବେପାରୀଙ୍କଠାରୁ ୪୨ କେଜି ଗଞ୍ଜେଇ ଜବତ

ଧଉଳି: ଧଉଳି ଥାନା ପୁଲିସ ଆଜି ଚୋରା ଗେଞ୍ଜେଇ କାରବାର ମାମଲାରେ ୩ ଆନ୍ତଃଜିଲ୍ଲା ଗଞ୍ଜେଇ ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବେପାରୀମାନେ ହେଲେ ପୁରୀ ଜିଲ୍ଲା ଗୋପ ଥାନା ଅଧୀନ ବାଲିକନ୍ଦଳ ମଲ୍ଲିକ ସାହିର ଦୀପକ କୁମାର ମଲ୍ଲିକ(୩୦), ଉକ୍ତ ଥାନା ଅଞ୍ଚଳର ରମେଶ କୁମାର…

ଦ୍ବିତୀୟ ‘ଟି୨୦’ କ୍ରିକେଟ୍‌ ମ୍ୟାଚ୍‌: ନିଉଜିଲାଣ୍ଡ୍‌ ବିପକ୍ଷରେ ପ୍ରଥମେ ବ୍ୟାଟିଙ୍ଗ୍‌ କରୁଛି ଭାରତ

ମାଉଣ୍ଟ୍‌ ମଙ୍ଗନୁଇ: ଆଜି ନିଉଜିଲାଣ୍ଡ୍‌ର ମାଉଣ୍ଟ୍‌ ମଙ୍ଗନୁଇସ୍ଥିତ ବେ’ ଓଭାଲ୍‌ରେ ଆୟୋଜିତ ଦ୍ବିତୀୟ ‘ଟି୨୦’ କ୍ରିକେଟ୍‌ ମ୍ୟାଚ୍‌ରେ ଟସ୍‌ ଜିଣିବା ପରେ ପ୍ରଥମେ ବୋଲିଙ୍ଗ୍‌ କରିବାକୁ ନିଉଜିଲାଣ୍ଡ୍‌ ନିଷ୍ପତ୍ତି ନେଇ ବ୍ୟାଟିଙ୍ଗ୍‌ କରିବା ଲାଗି ଭାରତକୁ ଆମନ୍ତ୍ରଣ କରିଛି। ଭାରତ…

ଶିଖ୍‌ ଛାତ୍ରମାନଙ୍କୁ କୃପାଣ ନେଇ କ୍ୟାମ୍ପସ୍‌ ଯିବାକୁ ଅନୁମତି ଦେଲା ଆମେରିକୀୟ ବିଶ୍ବବିଦ୍ୟାଳୟ

ନ୍ୟୁୟର୍କ: କୃପାଣ ପରିଧାନ କରି କ୍ୟାମ୍ପସ୍‌ ମଧ୍ୟକୁ ଯିବା ପାଇଁ ଆମେରିକାର ସାର୍ଲଟ୍‌ସ୍ଥିତ ‘ୟୁନିଭର୍ସିଟି ଅଫ୍‌ ନର୍ଥ କ୍ୟାରୋଲିନା ତା’ର ‘ୱିପନ୍‌ସ୍‌ ଅନ୍‌ କ୍ୟାମ୍ପସ୍‌’ ନୀତି ନବୀକରଣ କରିଛି। ଧର୍ମବିଶ୍ବାସ ସହିତ ଜଡ଼ିତ ଥିବା ଆଳଙ୍କାରିକ ଭୁଜାଲି ବା ‘କୃପାଣ’ ଅଣ୍ଟାରେ ବାନ୍ଧି…

ଇଫିରେ ପ୍ରଦର୍ଶନ ଲାଗି ଦୁଇ ଓଡ଼ିଆ ଡିପ୍ଲୋମା ଫିଲ୍ମ ମନୋନୀତ

ଭୁବନେଶ୍ବର: ପୁଣି ଇଫି(ଇଣ୍ଟରନ୍ୟାସନାଲ୍ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ଇଣ୍ଡିଆ)ରେ ପ୍ରଦର୍ଶନ ଲାଗି ଓଡ଼ିଆ ସିନେମା ମନୋନୀତ ହୋଇଛି। ଏଥର ଦୁଇଟି ଛବିଙ୍କୁ ଭିନ୍ନ ଭିନ୍ନ କାରଣରୁ ପ୍ରଦର୍ଶନ ଲାଗି ଅନୁମତି ଦିଆଯାଇଛି। ଡିପ୍ଲୋମା ଫିଲ୍ମ ‘ଅସ୍ତରାଗ’ ଏହାର ସାଉଣ୍ଡ ଡିଜାଇନ୍ ପାଇଁ ଇଫି ରେ…

ମାଙ୍ଗାଲୁରୁ ଅଟୋରିକ୍ସା ବିସ୍ଫୋରଣ ଆତଙ୍କବାଦ କାଣ୍ଡ, ତଦନ୍ତ ଚାଲିଛି: ପୁଲିସ ମୁଖ୍ୟ

ନୂଆଦିଲ୍ଲୀ: ଶନିବାର ଦିନ ଉପକୂଳବର୍ତ୍ତୀ କର୍ଣ୍ଣାଟକର ମାଙ୍ଗାଲୁରୁରେ ଘଟିଥିବା ଅଟୋରିକ୍ସା ବିସ୍ଫୋରଣ ଆକସ୍ମିକ ନୁହେଁ, ସାଙ୍ଘାତିକ କ୍ଷତି ଘଟାଇବା ପାଇଁ ଅଭିସନ୍ଧି ଥିବା ଆତଙ୍କବାଦ କାଣ୍ଡ ବୋଲି ଆଜି ରାଜ୍ୟ ପୁଲିସ ମୁଖ୍ୟ ସୁନିଶ୍ଚିତ କରିଛନ୍ତି। ‘ଟୁଇଟର୍‌’ରେ ଏ ସମ୍ବାଦକୁ…

ରାଜରାସ୍ତା କଡ଼ରୁ ଅଜଣା ଯୁବକର ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବିଶୋଇ: ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ମହୁଭଣ୍ଡାର ଛକ ନିକଟସ୍ଥ ୪୯ନଂ ଜାତୀୟ ରାଜପଥରେ ଥିବା ଏକ ନିଛାଟିଆ ପୋଲ ନିକଟରୁ  ଯୁବକର ମୃତଦେହ ଉଦ୍ଧାର ହୋଇଛି। ବର୍ତ୍ତମାନ ସୁଦ୍ଧା ମୃତଦେହର ପରିଚୟ ମିଳିପାରିନଥିବା ବେଳେ ଏହା ଏକ ଯୋଜନାବଧ ହତ୍ୟାକାଣ୍ଡ ବୋଲି ଜଣାପଡୁଛି। ସୂଚନାଥାଉକି,…

ଜଳବାୟୁ ପରିବର୍ତ୍ତନ ଯୋଗୁଁ ପ୍ରଭାବିତ ଗରିବ ରାଷ୍ଟ୍ରକୁ ‘ଲସ୍‌ ଆଣ୍ଡ୍‌ ଡ୍ୟାମେଜ୍‌’ ସହାୟତା ଦେବେ ସମୃଦ୍ଧ ରାଷ୍ଟ୍ର

ନୂଆଦିଲ୍ଲୀ: ଜଳବାୟୁ ପରିବର୍ତ୍ତନଜନିତ କୁପ୍ରଭାବରେ ସରବ୍ୟ ହେଉଥିବା ଗରିବ ରାଷ୍ଟ୍ରମାନଙ୍କୁ ଅନୁକମ୍ପାମୂଳକ ସହାୟତା ଦେବା ନିମନ୍ତେ ‘କୋପ୍‌୨୭’ ନାମରେ ଜଣାଶୁଣା ‘୨୭ତମ ମିଳିତ ରାଷ୍ଟ୍ରସମୂହ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ’ ଏକ ଐତିହାସିକ ରାଜିନାମାରେ ଉପଗତ ହୋଇଛି। ଏହି ରାଜିନାମା…

ଜଣାଶୁଣା ହୃଦରୋଗ ବିଶେଷଜ୍ଞ ଡାକ୍ତର ପ୍ରମୋଦ କୁମାର ଆଚାର୍ଯ୍ୟଙ୍କ ପରଲୋକ

ଭୁବନେଶ୍ବର: ସ୍ବନାମଧନ୍ୟ ଚିକିତ୍ସକ ଓ ରାଜ୍ୟ ସରକାରଙ୍କ ପୂର୍ବତନ ସ୍ବାସ୍ଥ୍ୟ ସଚିବ ଡାକ୍ତର ପ୍ରମୋଦ କୁମାର ଆଚାର୍ଯ୍ୟ ଆଜି ପ୍ରାତଃ ଘ ୪-୪୫ମି ସମୟରେ ନିଜ ବାସଭବନରେ ଇହଧାମ ତ୍ୟାଗ କରିଛନ୍ତି। ଡାକ୍ତର ଆଚାର୍ଯ୍ୟ ଶେଷ ଜୀବନ ପର୍ଯ୍ୟନ୍ତ ରୋଗୀ ସେବାରେ ବ୍ରତୀ ଥିଲେ। ସେ ଜଣେ ଜଣାଶୁଣା…