ଶିକ୍ଷକ ନିଯୁକ୍ତିରେ ବିଳମ୍ବକୁ ନେଇ ସରକାରଙ୍କୁ ଘେରିଲା ସମନ୍ୱୟ ସମିତି
ଭୁବନେଶ୍ୱର: ରାଜ୍ୟରେ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ବହୁମାତ୍ରାରେ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଅବସର ନେଇଯିବା ପରେ ଏବେ ବିଦ୍ୟାଳୟଗୁଡ଼ିକ ଅଳ୍ପ ସଂଖ୍ୟକ ଶିକ୍ଷକ ଅଧ୍ୟାପକ ବା କେତେକ ସ୍ଥାନରେ ଜଣେ ଦୁଇଜଣ ଶିକ୍ଷକ ଅଧ୍ୟାପକରେ ଶିକ୍ଷାଦାନ ଚାଲୁଅଛି।…