ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ
ଭୁବନେଶ୍ବର: ବରିଷ୍ଠ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ ଘଟିଛି। ଭୁବନେଶ୍ବରରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡି ହୋତା। ୧୯୨୯ ମସିହାରେ ମୟୁରଭଞ୍ଜର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ…