ଅଷ୍ଟ୍ରେଲିଆରେ ଭାରତୀୟ ପ୍ରବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ମେଲବୋର୍ଣ୍ଣସ୍ଥିତ ମାର୍ଭେଲ ଷ୍ଟାଡିୟମରେ ଭାରତୀୟ ସମୁଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏକ ସ୍ୱତନ୍ତ୍ର ସଦିଚ୍ଛା ପ୍ରଦର୍ଶନ କରି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମାନ୍ୟବର ଆଣ୍ଟୋନି ଆଲବାନିଜ୍‌ ମଧ୍ୟ ଏହି ପ୍ରବାସୀ…

ସୀମାନ୍ତ ଜିଲ୍ଲା ପୁଲିସ ଅଧୀକ୍ଷକ ସମ୍ମିଳନୀ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ସୀମାନ୍ତ ଜିଲ୍ଲା ପୁଲିସ ଅଧୀକ୍ଷକ ସମ୍ମିଳନୀ-୨୦୨୬କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏବଂ ବନ୍ଦୀ ସଞ୍ଜୟ କୁମାର, କେନ୍ଦ୍ର ଗୃହ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ…

ଯୁଦ୍ଧ ଶେଷ ହେବା ପର୍ଯ୍ୟନ୍ତ ଟ୍ରମ୍ପଙ୍କ ଆକ୍ରମଣାତ୍ମକ ପ୍ରତିକ୍ରିୟା, ହର୍ମୁଜ୍ ପ୍ରଣାଳୀରେ “ନୌବାଣିଜ୍ୟ ମାର୍ଗ…

ଆମେରିକା ପ୍ରାରମ୍ଭିକ ସମୟରେ ଇରାନ ବିରୁଦ୍ଧରେ ନୂତନ ବିମାନ ଆକ୍ରମଣ ଆରମ୍ଭ କରିଥିଲା, ଏବଂ ତେହେରାନ ଆମେରିକା-ସହଯୋଗୀ ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକୁ ଟାର୍ଗେଟ କରି ଜବାବ ଦେଇଥିଲା, ଯାହା ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସମାପ୍ତ କରିବାରେ ସାହାଯ୍ୟ କରିବା ପାଇଁ ଉଦ୍ଦିଷ୍ଟ ଏକ ମଧ୍ୟବର୍ତ୍ତୀକାଳୀନ…

ଗୋ-ମାଂସ ବିକ୍ରିକୁ ବିରୋଧ କରିବାରୁ ଗୁଳି

କୁତ୍ରା : ସୁନ୍ଦରଗଡ଼ ଜିଲାର କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲରେ ଭୋର୍‌ ପ୍ରାୟ ସାଢ଼େ ୩ଟାରେ ଏକ ଚିପ୍ସ ବୋଝେଇ ହାଇୱା ଉପରକୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି। ଅପରାଧୀଙ୍କ ଗୁଳିମାଡ଼ରୁ ଡ୍ରାଇଭର ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏହି ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ…

ଭାରତ-ଅଷ୍ଟ୍ରେଲିଆ ଶିଖର ସମ୍ମିଳନୀ ; ସାମୁଦ୍ରିକ ସୁରକ୍ଷା ଓ ପରମାଣୁ ଶକ୍ତି କ୍ଷେତ୍ରରେ ବୁଝାମଣା

ଲବୋର୍ଣ୍ଣ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନୀ ଆଲବାନିଜଙ୍କ ଦ୍ୱାରା ଆୟୋଜିତ ଭାରତ-ଅଷ୍ଟ୍ରେଲିଆ ତୃତୀୟ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେଇଛନ୍ତି। ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଆଲବାନିଜ ଆନୁଷ୍ଠାନିକ ସ୍ୱାଗତ କରିବା ପରେ…

ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି। ଶୁକ୍ରବାର ଅବକାରୀ ବିଭାଗକୁ ଏହି ବଡ ସଫଳତା ମିଳିଛି। ସହିଦନଗର ଥାନା ଅଞ୍ଚଳରୁ ପ୍ରାୟ ୭ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ରାଜ୍ୟ ବାହାରକୁ ଏହା ଚାଲାଣ ବେଳେ ଅବକାରୀ ବିଭାଗ ମାଡି ବସିଥିଲା। ଗଞ୍ଜେଇ ଭର୍ତ୍ତି…

ଏପ୍ରିଲ, ମେ’ରେ ପଞ୍ଚାୟତ ନିର୍ବାଚନ!

ଭୁବନେଶ୍ୱର : ଏପ୍ରିଲ, ମେ’ରେ ପଞ୍ଚାୟତ ନିର୍ବାଚନ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସନ୍ତୋଷ ଦାସ। ଏଥର ସାମାନ୍ୟ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ। ଏସଆଇଆର କାମ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏଁ ହେବ ବୋଲି ସେ କହିଛନ୍ତି। ପଞ୍ଚାୟତ, ପୌର ନିର୍ବାଚନ ପାଇଁ…

ମୋହନା ବନ ବିଭାଗ ପକ୍ଷରୁ ବନମହୋତ୍ସବ,ଚ଼ାରା ରୋପଣ ଓ ସବୁଜ ରଥ ଉଦଘାଟନ

ମୋହନା,୧୦.୭ (ମନୋଜ ପାଢ଼ୀ): ମୋହନା ବନ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ବନମହୋତ୍ସବ, ଚ଼ାରାରୋପଣ କରାଯିବା ସହ ସବୁଜ ରଥ ର ଉଦଘାଟନ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ୟ ବନଖଣ୍ଡ ଅଧିକାରୀ କେ.ନାଗରାଜୁ ସ୍ଥାନୀୟ ବନାଞ୍ଚଳ କାର୍ଯ୍ୟାଳୟରେ ପହଞ୍ଚି ପ୍ରଥମେ ନଡ଼ିଆ ଭାଙ୍ଗି ଓ ଦୀପ…

ଜିଲ୍ଲାରେ ୭୭ ତମ ବନ ମହୋତ୍ସବ ପାଳିତ : “ଏକ ପେଡ଼ ମା’ କେ ନାମ” ଅଭିଯାନରେ ବୃକ୍ଷରୋପଣ ।

ଗଜପତି,୧୦.୭(ମନୋଜ ପାଢ଼ୀ)-:ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ଏବଂ ଗଜପତି ଜିଲ୍ଲା ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ’ର ମିଳିତ ଆନୁକୂଳ୍ୟରେ ୭୭ ତମ ବନ ମହୋତ୍ସବ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆଡମ୍ବରପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି । ଏହି ଅବସରରେ ଗଜପତି…

ବିଦ୍ୟାଳୟରେ ବନ ମହୋତ୍ସବ ପାଳନ ।

ମୋହନା(ମନୋଜ ପାଢ଼ୀ) – : ମୋହନା ବ୍ଲକ ଅନ୍ତର୍ଗତ ଖଣି ଏସ୍ ଏସ୍ ଡି ଉଚ୍ଚ ବିଦ୍ୟାଳୟରେ ଜାତୀୟ ସବୁଜ ବାହିନୀ ଆନୁକୂଲ୍ୟରେ ମା’ ପାଇଁ ଗଛଟିଏ ବୃକ୍ଷରୋପଣ କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାରାୟଣ ପ୍ରଧାନଙ୍କ ପୌରୋହିତ୍ୟରେ ଏକ ସଚେତନତା ରାଲି, ବୃକ୍ଷରୋପଣ…