୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଉଦ୍ଘାଟିତ।
ଗଜପତି,୧୧.୧୧( ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଗଜପତି ଜିଲ୍ଲାର ରାୟଗଡ଼ ବ୍ଲକ୍ସ୍ଥିତ ସରକାରୀ ଏସ୍.ଏସ୍.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ମହାସମାରୋହରେ…