ବଢ଼ୁଛି ମହାନଦୀ, ବଂଶଧାରା ଓ ବୈତରଣୀ
ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ୩ଦିନ ହେଲା ସାରା ରାଜ୍ୟରେ ଲଗାଣ ବର୍ଷା ହେଉଛି। ଏହାରି ଫଳରେ କେଉଁଠି ଘରେ ପାଣି ପଶି ଜିନିଷପତ୍ର ବୁଡିଲାଣି ତ ଆଉ କେଉଁଠି ପାଣି ଘେରରେ ଲୋକେ ରହିଛନ୍ତି। ଗାଁରୁ ସହର ସବୁଠି ଲଗାଣ ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଅନ୍ୟପଟେ ଲଗାଣ ବର୍ଷରେ ଋଷିକୁଲ୍ୟା,…