ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ବଙ୍ଗଳା ଟିଏମସି ମୁଖ୍ୟ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ତାଙ୍କର ଘନିଷ୍ଠ ସହଯୋଗୀ, ବଙ୍ଗଳା ଟିଏମସି ରାଜ୍ୟ ଅଧ୍ୟକ୍ଷା ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ, ସମସ୍ତ ଦଳୀୟ ପଦବୀରୁ ଇସ୍ତଫା ଦେଇଛନ୍ତି। ମମତା…