ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି :ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀସମୀର ରଞ୍ଜନ ଦାଶ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶତକଡ଼ା ୯୦ରୁ ଅଧିକ ନମ୍ବର ରଖିଥିବା ୧୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଲ୍ୟାପ୍‌ଟପ୍ ପ୍ରଦାନ କରିଛନ୍ତି । ଆଜି ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ…

କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ସଂପନ୍ନ, ଭୋଟ୍ ଦେଲେ ୯୫୦୦ ସଦସ୍ୟ, ୧୯ରେ ଫଳାଫଳ ଘୋଷଣା

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ସୋମବାର ମତଦାନ ସଂପନ୍ନ ହୋଇଛି। ସର୍ବଭାରତୀୟ କଂଗ୍ରେସ କମିଟିର ମୁଖ୍ୟାଳୟ ସହିତ ୬୫ଟି ସ୍ଥାନରେ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଥିଲା। ଏଠାରେ ସମସ୍ତ ପ୍ରତିନିଧି ମତଦାନ କରିଛନ୍ତି। ଅଧ୍ୟକ୍ଷ ପଦ ପାଇଁ ମଲ୍ଲିକାର୍ଜୁନ ଖଡଗେ ଏବଂ ଶଶି…

ବିଶ୍ୱର ଶ୍ରେଷ୍ଠ ୧୦ ସୁନ୍ଦର ମହିଳାଙ୍କ ମଧ୍ୟରେ ସ୍ଥାନ ପାଇଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ବଲିଉଡର ସବୁଠାରୁ ଦକ୍ଷ ଅଭିନେତ୍ରୀ ଭାବେ ବିବେଚନା କରାଯାଏ। ସେ କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ବେଶ ଲୋକପ୍ରିୟ। ‘ଓମ ଶାନ୍ତି ଓମ’ ସହିତ ତାଙ୍କ ଫିଲ୍ମ କ୍ୟାରିଅର୍‌ ଆରମ୍ଭ କରିଥିବା ଦୀପିକା ଅନେକ ସୁପର-ଡୁପର ହିଟ ଫିଲ୍ମ ଦେଇଛନ୍ତି ଏବଂ…

ପୁରୁଣା ଦୁର୍ଗରେ ବିବାହ କରିବେ ଅଭିନେତ୍ରୀ ହଂସିକା ମୋଟୱାନୀ

ମୁମ୍ବାଇ: ପ୍ରାୟ ଏକ ଦଶନ୍ଧି ଧରି ଇଣ୍ଡଷ୍ଟ୍ରିରେ କାମ କରୁଥିବା ଲୋକପ୍ରିୟ ଅଭିନେତ୍ରୀ ହଂସିକା ମୋଟୱାନୀଙ୍କ ବିବାହ ଖବର ଏବେ ଚର୍ଚ୍ଚାରେ। ଖବର ଅନୁଯାୟୀ, ହଂସିକା ମୋଟୱାନୀ ଚଳିତ ବର୍ଷ ଡିସେମ୍ବରରେ ବିବାହ କରିବାକୁ ଯାଉଛନ୍ତି। ହଂସିକାଙ୍କ ବିବାହ ପାଇଁ ୪୫୦ବର୍ଷ ପୁରୁଣା ଦୁର୍ଗ ବୁକ୍…

ବୈଶାଲୀଙ୍କ ଆତ୍ମହତ୍ୟା ପଛରେ ରାହୁଲ ଓ ଦିଶା

ମୁମ୍ବାଇ: ଟିଭି ଇଣ୍ଡଷ୍ଟ୍ରିରୁ ଗତକାଲି ଆସିଥିବା ଏକ ଆଶ୍ଚର୍ଯ୍ୟଜନକ ଖବର ସମସ୍ତଙ୍କୁ ଦୋହଲାଇ ଦେଇଥିଲା। ଜଣାଶୁଣା ଟେଲି ଅଭିନେତ୍ରୀ ବୈଶାଲୀ ଟକ୍କର ନିଜ ଘରେ ଆତ୍ମହତ୍ୟା କରିଥିବା ଖବର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଏହି ଅଭିନେତ୍ରୀ ଇନ୍ଦୋରରେ ନିଜ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା…

ଯବାନମାନଙ୍କ ସହ ଦୀପାବଳି ପାଳିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଅକ୍ଟୋବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯବାନମାନଙ୍କ ସହ ଦୀପାବଳି ପାଳନ କରିବେ। ପ୍ରଧାନମନ୍ତ୍ରୀ ହେବା ପରଠାରୁ ନରେନ୍ଦ୍ର ମୋଦୀ ଗତ ୮ ବର୍ଷ ଧରି ଯବାନମାନଙ୍କ ସହ ଦୀପାବଳି ପାଳନ କରିଆସୁଛନ୍ତି। ସୂଚନା ଅନୁଯାୟୀ, ଅକ୍ଟୋବର ୨୧ରେ ମୋଦୀ କେଦାରନାଥ ଯିବେ।…

ବିଜେପିର ମୁଖପାତ୍ର ତାଲିକା ମନୋଜ , ତେଜେଶ୍ୱର , ଅନୀଲ ମୁଖପାତ୍ର ନିଯୁକ୍ତ ।

ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ମିଶିଥିବା ନୂଆ ନେତାଙ୍କୁ ମିଳିଛି ନୂଆ ନିଯୁକ୍ତି। ମନୋଜ ମହାପାତ୍ର, ଅନିଲ ବିଶ୍ୱାଳ ଏବଂ ତେଜେଶ୍ୱର ପରିଡା ତିନିଜଣଙ୍କୁ ଆଜି ଦଳ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳୀୟ ମିଡଆ ବିଭାଗକୁ ଆହୁରି ଅଧିକ ସୁଦୃଢ କରିବା ପରିପ୍ରେକ୍ଷୀରେ ରାଜ୍ୟ ସଭାପତି…

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ପାଠ୍ୟକ୍ରମ:

ଆସ୍‌ପିରେସନାଲ୍‌ କମ୍ପୋନେଣ୍ଟ ନାମରେ ନୂଆ ପାଠ୍ୟକ୍ରମ, ଏହି ନୂଆ ପାଠ୍ୟକ୍ରମ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସୂଚନା; ଚଳିତ ବର୍ଷ ୯ମ ଶ୍ରେଣୀରୁ ଆରମ୍ଭ ହେବ ଏହି ନୂଆ ପାଠ୍ୟକ୍ରମ; ଆସନ୍ତା ବର୍ଷଠାରୁ ଉଭୟ ନବମ ଓ ଦଶମରେ ଲାଗୁ ହେବ । ଚଳିତ ବର୍ଷ ନବମ ଶ୍ରେଣୀରୁ ଆରମ୍ଭ ହେବ ନୂଆ ପାଠ୍ୟକ୍ରମ,…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ ଜଣେ ଗୁରୁତର

ସୁବର୍ଣ୍ଣପୁର- ପୁର୍ବ ଶତୃତାରୁ କେନ୍ଦ୍ରକରି ଗୁଳିକାଣ୍ଡ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ରୁଗୁଡିପାଲି ଗାଁରେ ଘଟିଛି ଅଘଟଣ । ସୁଚନା ଅନୁସାରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବାବେଳେ ବାଘରତୈଲାର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି ଚଳାଇଥିଲେ ।ଫଳରେ…

ସୁବର୍ଣ୍ଣପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜେଡିର ପଦଯାତ୍ରା

ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ବିଜେଡ଼ି ର ପଦଯାତ୍ରା । ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର ଡୁଙ୍ଗୁରିପାଲି ବ୍ଲକ ରେ ଆଜି ଆରମ୍ଭ ହୋଇଛି ବିଜେଡ଼ି ର ଜନସଂପର୍କ ପଦଯାତ୍ରା। ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ନିଜେ ଧରିଛନ୍ତି ଏହାର ମଙ୍ଗ ।…