ବିଜେପିର ମୁଖପାତ୍ର ତାଲିକା ମନୋଜ , ତେଜେଶ୍ୱର , ଅନୀଲ ମୁଖପାତ୍ର ନିଯୁକ୍ତ ।

ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ମିଶିଥିବା ନୂଆ ନେତାଙ୍କୁ ମିଳିଛି ନୂଆ ନିଯୁକ୍ତି। ମନୋଜ ମହାପାତ୍ର, ଅନିଲ ବିଶ୍ୱାଳ ଏବଂ ତେଜେଶ୍ୱର ପରିଡା ତିନିଜଣଙ୍କୁ ଆଜି ଦଳ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳୀୟ ମିଡଆ ବିଭାଗକୁ ଆହୁରି ଅଧିକ ସୁଦୃଢ କରିବା ପରିପ୍ରେକ୍ଷୀରେ ରାଜ୍ୟ ସଭାପତି…

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ପାଠ୍ୟକ୍ରମ:

ଆସ୍‌ପିରେସନାଲ୍‌ କମ୍ପୋନେଣ୍ଟ ନାମରେ ନୂଆ ପାଠ୍ୟକ୍ରମ, ଏହି ନୂଆ ପାଠ୍ୟକ୍ରମ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସୂଚନା; ଚଳିତ ବର୍ଷ ୯ମ ଶ୍ରେଣୀରୁ ଆରମ୍ଭ ହେବ ଏହି ନୂଆ ପାଠ୍ୟକ୍ରମ; ଆସନ୍ତା ବର୍ଷଠାରୁ ଉଭୟ ନବମ ଓ ଦଶମରେ ଲାଗୁ ହେବ । ଚଳିତ ବର୍ଷ ନବମ ଶ୍ରେଣୀରୁ ଆରମ୍ଭ ହେବ ନୂଆ ପାଠ୍ୟକ୍ରମ,…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ ଜଣେ ଗୁରୁତର

ସୁବର୍ଣ୍ଣପୁର- ପୁର୍ବ ଶତୃତାରୁ କେନ୍ଦ୍ରକରି ଗୁଳିକାଣ୍ଡ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ରୁଗୁଡିପାଲି ଗାଁରେ ଘଟିଛି ଅଘଟଣ । ସୁଚନା ଅନୁସାରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବାବେଳେ ବାଘରତୈଲାର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି ଚଳାଇଥିଲେ ।ଫଳରେ…

ସୁବର୍ଣ୍ଣପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜେଡିର ପଦଯାତ୍ରା

ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ବିଜେଡ଼ି ର ପଦଯାତ୍ରା । ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର ଡୁଙ୍ଗୁରିପାଲି ବ୍ଲକ ରେ ଆଜି ଆରମ୍ଭ ହୋଇଛି ବିଜେଡ଼ି ର ଜନସଂପର୍କ ପଦଯାତ୍ରା। ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ନିଜେ ଧରିଛନ୍ତି ଏହାର ମଙ୍ଗ ।…

ନାବାଳିକାର ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ଯୁବକ ଗିରଫ

ସାଲେପୁର ଏହି ଥାନା ଅନ୍ତର୍ଗତ ତିଳଦା ଗ୍ରାମର ଜଣେ ଯୁବକ ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାକୁ ପ୍ରେମ ଫାଶରେ ଫସାଇ ନାବାଳିକାର ଅସିଳ ଭିଡ଼ିଓ ମୋବାଇଲରେ ଉତ୍ତୋଳନ କରି ତାକୁ ସୋସିଆଲ ମିଡ଼ିଆ ରେ ଭାଇରାଲ କରିଥିଲା।ଘଟଣା ସଂର୍ପକରେ ନାବାଳିକା ର ପରିବାରର ଲୋକେ ଜାଣିବାପରେ ଏନେଇ ଆଜି…

ସମଗ୍ର ପଶ୍ଚିମାଞ୍ଚଳକୁ ଏକତାର ସୂତ୍ରରେ ବାନ୍ଧିବା ପାଇଁ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ସମାବେଶ

ସମ୍ବଲପୁର ତା.୧୬/୧୦ - ଆଜିର ଏକତା ସମାବେଶ ରେ ପଶ୍ଚିମାଞ୍ଚଳର ଦଶ ଟି ଜିଲ୍ଲାରୁ ଶତାଧୀକ ସଂଗ୍ରାମୀ ମାନେ ସାମିଲ ହୋଇ ପଶ୍ଚିମାଞ୍ଚଳ ର ବିକାଶ ପାଇଁ ଜିଲ୍ଲା ମାନଂକ ଏକତା ନିହାତି ଜରୁରୀ ବୋଲି ଏକ ସ୍ବରରେ ମତ ପୋଷଣ କରିଥିଲେ । ଏହା ସହିତ ବିଭିନ୍ନ ଜିଲ୍ଲାରୁ ଆସିଥିବା ସଂଗ୍ରାମୀ ମାନେ…

ସମ୍ବଲପୁର ଠାରେ ରେଳ ମଣ୍ଡଳ ସ୍ତରୀୟ ସମ୍ମାନୀୟ ସାଂସଦମାନଙ୍କ ବୈଠକ

● Covid19 ମହାମାରୀ ସମୟରେ ରେଳବାଇର ମହତ୍ଵପୂର୍ଣ୍ଣ ଭୂମିକା ପାଇଁ ମାନ୍ୟବର ସାଂସଦମାନେ ପ୍ରଶଂସା କରିଥିଲେ | ● ସମ୍ବଲପୁର ଷ୍ଟେସନର ବିକାଶକୁ ମଧ୍ୟ ପ୍ରଶଂସା କରାଯାଇଥିଲା | ● ମାନ୍ୟବର ସାଂସଦଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ରେଳ ବିକାଶ ପ୍ରସଙ୍ଗରେ ଅନେକ ଗଠନମୂଳକ…

ଉତ୍କଳ ଯାଦବ ମହାସଭା, ଭୁବନେଶ୍ୱର ଜିଲ୍ଲା ତରଫରୁ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସ୍ୱର୍ଗତ ମୁଲାୟମ ସିଂ ଯାଦବଙ୍କୁ…

ଭୁବନେଶ୍ୱର(ବିବି ନ୍ୟୁଜ୍‌): ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା, ସଂରକ୍ଷକ, ଲୋହିଆ ଜୟପ୍ରକାଶ ଆଯୋଳନର ଉତୁଙ୍ଗ ରାଜନେତା, ତଥା ସାମାଜିକ ନ୍ୟାୟ ଆଯୋଳନର ପ୍ରମୁଖ ବିନ୍ଧାଣୀ ସ୍ୱର୍ଗତ ମୁଲାୟମ ସିଂ ଯାଦବଙ୍କ ବିୟୋଗରେ ଉତ୍କଳ ଯାଦବ ମହାସଭା, ଭୁବନେଶ୍ୱର ଜିଲ୍ଲା ତରଫରୁ ସମାଜବାଦୀ ପାର୍ଟି…

ବିଦ୍ୟାଧର ବାବୁ ଥିଲେ ଅଦ୍ୱିତୀୟ ଶ୍ରମିକ ନେତା

ଭୁବନେଶ୍ୱର(ବିବି ନ୍ୟୁଜ୍‌): ବରିଷ୍ଠ ଶ୍ରମିକ ନେତା ବିଦ୍ୟାଧର ବାରିକ ଥିଲେ ଶ୍ରମିକମାନଙ୍କର ଅଦ୍ୱିତୀୟ ନେତା । ବିପ୍ଳବୀ ଭାବରେ ସେ ନିଜ ଜୀବନକୁ ଜୀଇଁ ଥିଲେ । ଶ୍ରମିକମାନଙ୍କ ପାଇଁ ନିଜ ଜୀବନକୁ ତ୍ୟାଗ କରିଦେଇଥିଲେ ବୋଲି ବିଦ୍ୟାଧର ବାରିକଙ୍କ ଚତୁର୍ଥ ସ୍ମୃତି ସମାରୋହରେ ଉପସ୍ଥିତ…

କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ମେଲଣ: ପ୍ରବଳ ଜନସମାଗମ

ଆଜି କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ମେଲଣ ଅନୁଷ୍ଠିତ ହେଉଛି । ପୂର୍ବାହ୍ନ ପ୍ରାୟ ୧୨ଟାରେ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ମେଲଣ ପଡିଆକୁ ଯିବା ଉଦେଶ୍ୟରେ ସହରର ବିଭିନ୍ନ ପୂଜା ମଣ୍ଡପରୁ ଧନଦାତ୍ରୀ ମା’ ଲକ୍ଷ୍ମୀଙ୍କ ମେଢ ବାହାରିବା ଆରମ୍ଭ ହୋଇଯାଇଛି । ବିଗତ ଦୁଇବର୍ଷ ଧରି କୋନା କଟକଣା ଯୋଗୁଁ…