ମଦ୍ୟପାନଜନିତ ସଡ଼କ ଦୁର୍ଘଟଣା ରୋକିବାକୁ ନିଶାସକ୍ତ ଗ୍ରାହକମାନଙ୍କ ପାଇଁ କ୍ୟାବ୍‌ ବ୍ୟବସ୍ଥା କରିବେ ଗୋଆ ବାର୍‌

ପାନାଜୀ: ଉପକୂଳବର୍ତ୍ତୀ ରାଜ୍ୟ ଗୋଆରେ ମଦ୍ୟପାନଜନିତ ସଡ଼କ ଦୁର୍ଘଟଣା ରୋକିବା ଲାଗି ରାଜ୍ୟ ସରକାର ଗୋଟାଏ ନୂଆ ନିୟମ ଲାଗୁ କରିବେ। ଏହି ନିୟମ ଅନୁସାରେ, ମାତାଲ ଗ୍ରାହକମାନଙ୍କୁ ସେମାନଙ୍କ ଘରେ ଛାଡ଼ି ଦେବା ପାଇଁ ବାର୍‌ ଓ ରେସ୍ତୋରାଁ ମାଲିକମାନେ କ୍ୟାବ୍‌ ବ୍ୟବସ୍ଥା କରିବେ। ଯଦି…

ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗ ଗିରଫ ମାମଲା: ବରବାଦ୍‌ ହୋଇଯିବ ନେତାଙ୍କ ଭବିଷ୍ୟତ

ଭୁବନେଶ୍ବର: ନଗ୍ନ ଭିଡିଓ ଭାଇରାଲ୍‌ କରିବାର ଧମକରେ ବଡ଼ବଡ଼ିଆଙ୍କୁ ବ୍ଲାକ୍‌ମେଲିଂ କରିଥିବା ଅର୍ଚ୍ଚନା ନାଗ୍‌ ଗିରଫ ମାମଲା ଏବେ ରାଜ୍ୟ ରାଜନୀତିକୁ ହଲ୍‌ଚଲ୍‌ କରିରଖିଛି। ବିଭିନ୍ନ ରାଜନୈତିକ ଦଳର ନେତାମାନେ ଅର୍ଚ୍ଚନା ଅଳିନ୍ଦରେ ଅତିଥି ହୋଇଥିବାର ଫଟୋ ଓ ଭିଡିଓ ଏବେ ସମଗ୍ର ରାଜ୍ୟରେ…

ଅନ୍ୟକୁ ବାଛୁଥିଲେ, ନିଜେ ବଛାହେଲେ

ପରଦା ପଛରେ ଥାଇ କୌଣସି ଚଳଚ୍ଚିତ୍ର ପାଇଁ ନାୟିକା ପସନ୍ଦ କରିବା ଅବସରରେ ନିଜେ ସେହି କାହାଣୀର ନାୟିକା ଭାବେ ମନୋନୀତ ହେବାଠାରୁ ବଳି ଆନନ୍ଦ ନାହିଁ କହିଲେ ଅତ୍ୟୁକ୍ତି ହେବ ନାହିଁ। ଏହି କ୍ରମରେ ଅଭିନେତ୍ରୀ ଭୂମି ପେଡ଼ନେକରଙ୍କ ଜୟଯାତ୍ରା ବେଶ୍ ରୋଚକ। ମୁମ୍ବାଇରେ ୧୯୮୯ ଜୁଲାଇ ୧୮ରେ ଏକ…

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଏବେ କ୍ରମାଗତ ଶହେ ତଳେ ରହୁଛି। ଗତକାଲି ୭୯  କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ୍କଙ୍କ ମଧ୍ୟରେ…

ଅସାଧାରଣ ଚଳଚ୍ଚିତ୍ର ବ୍ୟକ୍ତିତ୍ବ ଅମିତାଭ ବଚ୍ଚନଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ଭାରତର ଶ୍ରେଷ୍ଠ ଚଳଚ୍ଚିତ୍ର ବ୍ୟକ୍ତିତ୍ବମାନଙ୍କ ମଧ୍ୟରୁ ଅମିତାଭ ଜଣେ ବୋଲି କହି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଲିଉଡ୍‌ ସୁପରଷ୍ଟାର୍‌ ଅମିତାଭ ବଚ୍ଚନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି: ଅମିତାଭ ବଚ୍ଚନଙ୍କୁ…

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବ‌ନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଏବେ ନିୟନ୍ତ୍ରଣରେ ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୩ ଜଣ। ସଂଗରୋଧ କେନ୍ଦ୍ରରୁ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା…

ସମାଜବାଦୀ ପାର୍ଟି ସଂସ୍ଥାପକ ମୁଲାୟମ ସିଂ ଯାଦବଙ୍କ ପରଲୋକ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କ ୮୨ ବର୍ଷ ବୟସ ହୋଇଥିଲା । ଗୁରୁଗ୍ରାମ ମେଦାନ୍ତା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ନିଧନ ହୋଇଥିବା ମୁଲାୟମଙ୍କ ପୁତ୍ର ଅଖିଳେଶ…

ନିଗମ, ବୋର୍ଡ ଓ ସରକାରୀ ବିଭାଗରେ ମିଳିଲା ନିଯୁକ୍ତି

ଭୁବନେଶ୍ବର: ରାଜ୍ୟ ସରକାର ବିଭିନ୍ନ ନିଗମ, ବୋର୍ଡ ଓ ସରକାରୀ ବିଭାଗରେ ନେତାଙ୍କୁ ନିଯୁକ୍ତି ଦେଇଛନ୍ତି। ନିଗମ ଓ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତା ନିଯୁକ୍ତି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। କଳିକେଶ ସିଂହଦେଓଙ୍କୁ ଓଡ଼ିଶା…

ଗୋ-ଚାଲାଣ ବେଳେ ଚଢ଼ାଉ: ପୁଲିସ ଭୟରେ ଗାଡ଼ିରୁ ଡେଇଁ ଜଣେ ମୃତ

ଜଳେଶ୍ଵର: ବାଲେଶ୍ୱର ଜିଲ୍ଲା ଜଳେଶ୍ଵର ଥାନା ଅଧୀନସ୍ଥ ରାଜାଘାଟ ନାକା ପଏଣ୍ଟରେ ଗୋ-ଚାଲାଣ ବେଳେ ପୁଲିସ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ସମୟରେ ପୁଲିସ ଭୟରେ ଗାଡ଼ିରୁ ଡେଇଁ ପଡ଼ି ଜଣେ ଲୋକର ମୃତ୍ୟୁ ହୋଇଥିବାର ଖବର ମିଳିଛି। ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଜଳେଶ୍ଵର ଥାନା ଅଧୀନସ୍ଥ…

ଶୌଚାଳୟ ସମସ୍ୟା: ଏକାମ୍ର କ୍ଷେତ୍ରରେ ପର୍ଯ୍ୟଟକ ହନ୍ତସନ୍ତ

ଭୁବନେଶ୍ବର: ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ବର ସୌନ୍ଦର୍ଯ୍ୟୀକରଣ କାର୍ଯ୍ୟ ଚାଲିଥିବାରୁ ସମ୍ପ୍ରତି ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କିନ୍ତୁ ଶୌଚାଳୟ ସମସ୍ୟା ସୁଧୁରିପାରୁନଥିବାରୁ ପର୍ଯ୍ୟଟକମାନେ ବେଶ୍ ହନ୍ତସନ୍ତ ହେଉଛନ୍ତି। ବାଧ୍ୟ ହୋଇ ପର୍ଯ୍ୟଟକମାନେ ରାସ୍ତାକଡ଼ରେ ଶୌଚ…