ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

ଭୁବନେଶ୍ଵର: ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ ଅନ୍ତର୍ଗତ ଯୁବ ସଙ୍ଗମ-୨୦୨୬ରେ ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଦଳ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଡ଼େବ୍ରୀଗଡ଼ ଅଭୟାରଣ୍ୟ ଓ ଐତିହାସିକ ବାରବଖରା ଗୁମ୍ଫା ପରିଦର୍ଶନ…

ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

ଭୁବନେଶ୍ୱର: ଆଜି ଓଡିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ଶ୍ରୀ ବ୍ରଜମୋହନ ରାମ। ଲୋକଭବନର ଅଭିଷେକ ହଲ୍ ଠାରେ ଓଡ଼ିଶା ହାଇ କୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ୍ ଟଣ୍ଡନ୍ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା…

ଦଶହରା ଉପଲକ୍ଷେ ଚଳଚଞ୍ଚଳ ପାରଳାଖେମୁଣ୍ଡି ସହର, ଦର୍ଶନ ପାଇଁ ମଣ୍ଡପରେ ଭକ୍ତଙ୍କ ଭିଡ଼ ।

ଗଜପତି,18.10(ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଶାରଦୀୟ ଦୁର୍ଗାପୂଜା ଓ ଦଶହରା ଉତ୍ସବକୁ ନେଇ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ସହର ଉତ୍ସବମୁଖର ହୋଇଉଠିଛି। ମା’ ଜଗତଜନନୀ ଦୁର୍ଗାଙ୍କ ଆଗମନରେ ସମଗ୍ର ସହରରେ ଭକ୍ତିମୟ ଓ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ବିଭିନ୍ନ ପୂଜା…

ନୂଆ ରାଜ୍ୟପାଳଙ୍କୁ ବିମାନବନ୍ଦରରେ ସ୍ୱାଗତ

ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱାଗତ କରାଯାଇଛି। ରାଜ୍ୟପାଳ ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ। ଏହି ଅବସରରେ ରାଜ୍ୟପାଳଙ୍କୁ ଆନୁଷ୍ଠାନିକ ଭାବେ ଗାର୍ଡ ଅଫ୍ ଅନର୍ ପ୍ରଦାନ…

ଶପଥ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରି ଭାବବିହ୍ୱଳ ହେଲେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ

ପୁରୀ:ଶପଥ ଗ୍ରହଣ ପୂର୍ବରୁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ। ମାଆ ଓ ପତ୍ନୀଙ୍କ ସହ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରି ସେ ଭାବବିହ୍ୱଳ ହୋଇପଡ଼ିଥିଲେ। ମହାପ୍ରଭୁଙ୍କ ଦର୍ଶନ ପରେ ନିଜ ଅନୁଭୂତି…

ପିଲାଙ୍କ ଇଣ୍ଟରନେଟ୍ ବ୍ୟବହାରକୁ ନେଇ ଆସିଲା ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ : ପିଲାମାନଙ୍କ ଇଣ୍ଟରନେଟ୍ ବ୍ୟବହାରକୁ ନେଇ ସୁପ୍ରିମକୋର୍ଟ ବଡ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିମକୋର୍ଟ ପିଲାମାନଙ୍କ ଇଣ୍ଟରନେଟ୍ ବ୍ୟବହାର ସମ୍ପର୍କରେ ଏକ ଐତିହାସିକ ଏବଂ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ବୟସ ଆଧାରରେ ଇଣ୍ଟରନେଟ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧ ପାଇଁ…

ଗଜପତି ଜିଲ୍ଲାର ୧୪ ବର୍ଷରୁ କମ୍ ବାଳକ ଦଳ ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନ୍ ।

ଗଜପତି,18.10 (ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ଗଜପତି ଜିଲ୍ଲାର ୧୪ ବର୍ଷରୁ କମ୍ ବାଳକ ଦଳ ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନ୍ ହୋଇ ଜିଲ୍ଲାକୁ ଗୌରବାନ୍ୱିତ୍ୱ କରିଛନ୍ତି। ବଲାଙ୍ଗୀରସ୍ଥିତ ପି.ଆର୍. ହାଇସ୍କୁଲ ଇନଡୋର ଷ୍ଟାଡିୟମ୍‌ରେ ଆୟୋଜିତ…

ତ୍ରିରଙ୍ଗା ଉଡ଼ାଇବା ଅପରାଧ ନୁହେଁ, ଶାନ୍ତିପୂର୍ଣ୍ଣ ପ୍ରତିବାଦକୁ ବିଜେଡିର ଦୃଢ଼ ସମର୍ଥନ

ଭୁବନେଶ୍ୱର: ନୂଆଦିଲ୍ଲୀରେ ଚାଲିଥିବା ଯୁବ ଆନ୍ଦୋଳନକୁ ନେଇ ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ସୁଜାତା ରାଉତ ନିଜ ଦଳର ସ୍ପଷ୍ଟ ଆଭିମୁଖ୍ୟ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଦେଶରେ ତ୍ରିରଙ୍ଗା ପତାକା ଉଡ଼ାଇବା କିମ୍ବା ଉତ୍ତୋଳନ କରିବା କୌଣସି ଅପରାଧ ନୁହେଁ। ଏହା ସମ୍ପୂର୍ଣ୍ଣ ଭାବେ…

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

କଟକ: ରାଜ୍ୟରେ ଜାରି ରହିଥିବା ଦୁର୍ନୀତି ବିରୋଧୀ ଅଭିଯାନରେ ଭିଜିଲାନ୍ସ ବିଭାଗକୁ ଆଜି ଏକ ବଡ଼ ସଫଳତା ମିଳିଛି। ଠିକାଦାରଙ୍କଠାରୁ ବ୍ୟାପକ ଭାବେ ଲାଞ୍ଚ କାରବାର ହେଉଥିବା ନେଇ ପକ୍କା ଖବର ପାଇବା ପରେ, ଭିଜିଲାନ୍ସ ଟିମ୍ କଟକ ଜଗତପୁରସ୍ଥିତ ମହାନଦୀ ନଦର୍ଣ୍ଣ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ…

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

ନୂଆଦିଲ୍ଲୀ: ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କ ପାଇଁ ରୋଜଗାର ସହ ଜଡ଼ିତ ସରକାରୀ ଯୋଜନା ଆଜୀବିକାର ବଡ଼ ସାହାରା। ପୂର୍ବରୁ ମନରେଗା ଅଧୀନରେ ଯୋଗ୍ୟ ଗ୍ରାମୀଣ ପରିବାରଙ୍କୁ ବର୍ଷକୁ ୧୦୦ ଦିନର ରୋଜଗାର ଗ୍ୟାରେଣ୍ଟି ଦିଆଯାଉଥିଲା। କିନ୍ତୁ ଏବେ କେନ୍ଦ୍ର ସରକାର ମନରେଗା ବଦଳରେ ନୂଆ ଗ୍ରାମୀଣ…