ଭୁବନେଶ୍ୱରରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ ବୈଠକ ଉଦ୍ଘାଟିତ
ଭୁବନେଶ୍ୱର: ଆମର ସମୁଦ୍ର କେବଳ ଏକ ଭୌଗୋଳିକ ସୀମା ନୁହେଁ; ଏହା ବ୍ୟାପକ ସୁଯୋଗ, ସମୃଦ୍ଧି ଏବଂ ଆନ୍ତର୍ଜାତୀୟ ସହଭାଗିତାର ପ୍ରବେଶ ପଥ ବୋଲି ଲୋକସେବା ଭବନ ଠାରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ (ପଲିସି) ବୈଠକକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ…