ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ, ହୋଇପାରନ୍ତି ଗିରଫ

ରାଞ୍ଚି :ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ । ଇଡି ଟିମର ୬ ଘଣ୍ଟା ପଚରାଉଚରା ପରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସିଧା ରାଜଭବନରେ ପହଞ୍ଚି ନିଜ ଇସ୍ତଫା ପ୍ରଦାନ କରିଛନ୍ତି । ରାଜ୍ୟପାଳ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି । ତେବେ କୁହାଯାଉଛି ଇଡି ତାଙ୍କୁ ଗିରଫ…

ଶିକ୍ଷାର ଉତ୍ସବ-‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’, ୧୬ଟି ବିଭାଗରେ ଦିଆଗଲା ମୋଟ ୭୫୧୯ଟି ପୁରସ୍କାର

ଭୁବନେଶ୍ୱର :ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫-ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି,…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦର୍ଶନ ଯାତ୍ରା :

ସୁବର୍ଣ୍ଣପୁର- ବହୁ ପ୍ରତିକ୍ଷୀତ ପବିତ୍ର ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦର୍ଶନ ଯାତ୍ରା ନିମନ୍ତେ ତା ୩୦/୦୧/୨୪ ରାତ୍ରୀରେ ଜିଲ୍ଲାରୁ ୭୪ ଟି ବସ ଯୋଗେ ସମୁଦାୟ ୩୦୬୭ ଜଣ ଉଭୟ ମହିଳା ଓ ପୁରୁଷ ତୀର୍ଥ ଯାତ୍ରୀ ଙ୍କୁ ନେଇ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି l ଏହି ଶ୍ରୀମନ୍ଦିର…

ଦିବ୍ୟାଙ୍ଗ ଛାତ୍ରୀ ନମିତା ବାଘ ଙ୍କୁ ଲାବ ଟପ ପ୍ରଦାନ କଲେ ଜିଲ୍ଲାପାଳ :

ସୁବର୍ଣ୍ଣପୁର-ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅମୁଲ୍ୟମଣୀ ରାଣୀପୁର ର ଦିବ୍ୟାଙ୍ଗ ଛାତ୍ରୀ ନମିତା ବାଘ ଙ୍କୁ ଉଚ୍ଚ ଶିକ୍ଷା ନିମନ୍ତେ କାର୍ଯ୍ୟାଳୟ କକ୍ଷ ରେ ଶିକ୍ଷା ସହାୟକ ଉପକରଣ ଲାପଟପ ପ୍ରଦାନ କରିଛନ୍ତି l ଛାତ୍ରୀ…

ଜ଼ିଲ୍ଲା ପ୍ରଶାସନ (ସାମାଜିକ ସୁରକ୍ଷା ବିଭାଗ) ତରଫରୁ ଶାନ୍ତି କୁଟୀର, ସୋନପୁର ଠାରେ ବିଶ୍ୱ କୁଷ୍ଠ ଦିବସ ପାଳନ ା

ସୁବର୍ଣ୍ଣପୁର- ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ (ସାମାଜିକ ସୁରକ୍ଷା ବିଭାଗ) ତରଫରୁ ଶାନ୍ତି କୁଟୀର, ସୋନପୁର ଠାରେ ବିଶ୍ୱ କୁଷ୍ଠ ଦିବସ ପାଳନ ହୋଇଯାଇଛି l ସକାଳୁ ଜ଼ିଲ୍ଲା ପ୍ରଶାସନ ସ୍ୱଚ୍ଛ ଭାରତ ସଂଗଠନ, ସୋନପୁର ଏବଂ ସାମାଜିକ ସୁରକ୍ଷା ବିଭାଗ ର କର୍ମକର୍ତ୍ତା ଙ୍କ ଦ୍ୱାରା ଶାନ୍ତି…

ଆଜି ଯୋଗ ଦେଲେ ସୁବର୍ଣ୍ଣପୁର ନୂତନ ଜିଲ୍ଲାପାଳ ଆଇ ଏ ଏସ ଅନ୍ୟା ଦାଶ- ଜିଲ୍ଲାର ସାମଗ୍ରିକ ବିକାଶ ଉପରେ ଗୁରିତ୍ୱାରୋପ ା

ସୁବର୍ଣ୍ଣପୁର- ସୁବର୍ଣ୍ଣପୁର ଜିଲ୍ଲାପାଳ ଭାବେ ୨୦୧୯ ଵ୍ୟାଚ୍ ର ଆଇଏଏସ ଅଫିସର ଶ୍ରୀମତୀ ଅନ୍ୟା ଦାସ ଆଜି ପୂର୍ବାହ୍ନ ରେ ଯୋଗଦାନ ପୂର୍ବକ କାର୍ଯ୍ୟାଭାର ଗ୍ରହଣ କରିଛନ୍ତି l ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ…

ଚାକିରି ପାଇଁ ଜମି ମାମଲାରେ ତେଜସ୍ୱୀ ଯାଦବଙ୍କୁ ୮ ଘଣ୍ଟା ଧରି ଇଡିର ଜେରା

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସ୍ୱୀ ଯାଦବଙ୍କୁ ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୮ ଘଣ୍ଟା ଧରି ପଚରାଉଚରା କରିବା ପରେ ଛାଡ଼ିଛନ୍ତି। ଏହି ମାମଲାରେ ତାଙ୍କ ପିତା ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ…

ମିନାକ୍ଷୀରାଣୀ ବାହିନୀପତିଙ୍କୁ ଅଖିଳ ଭାରତୀୟ କଂଗ୍ରେସ କମିଟି ରାଜ୍ୟ ସଭାନେତ୍ରୀ ଭାବେ ନିଯୁକ୍ତି ,

ଜୟପୁର: ବିବାଦୀୟସ୍ଥିତିରେ ଜିଲ୍ଲା କଂଗ୍ରେସ ସଭାପତି ପଦବିରୁ ହଟାଯାଇଥିବା ମିନାକ୍ଷୀରାଣୀ ବାହିନୀପତିଙ୍କୁ ଅଖିଳ ଭାରତୀୟ କଂଗ୍ରେସ କମିଟି ରାଜ୍ୟ ସଭାନେତ୍ରୀ ଭାବେ ନିଯୁକ୍ତି ଦେଇଛି। ଏହି ଖବର ଜୟପୁରରେ ପହଚିଂବା ପରେ କଂଗ୍ରେସ କର୍ମୀ ମହଲରେ ଉତ୍ସାହ ଦେଖିବାକୁ ମିଳିଛି।୨୦୦୯ ମସିହାରୁ…

ଢେନ୍କାନାଳ ସ୍ଥିତ ଏମ୍ ଜି ଏମ୍ ଶ୍ଟିଲ ପ୍ଲାଣ୍ଟ ରେ ବିପିଏନଏସଆଇ ର କର୍ମଶାଳା

ଭାରତ ସରକାରଂକ, ଇସ୍ପାତ ମନ୍ତ୍ରଣାଳୟ ଅଧୀନସ୍ଥ, ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ, ମେରାମଣ୍ଡଳି ଠାରେ ଅବସ୍ଥିତ ଏମ୍ ଜି ଏମ୍ ଶ୍ଟିଲ କାରଖାନା ରେ ଡି ଆର୍ ଆଇ ମେକିଂଗ, ଏମରଜିଙ୍ଗ ଟେକ୍ନୋଲୋଜି, ସସ୍ଟୈନେବିଲିଟି, ଏନର୍ଜି କନଜେର୍ଭେସନ୍ ଇନ ଡି ଆର ଆଇ ପ୍ରସେସ ଏବଂ ଇମୋସନାଲ…

ଉତ୍କଳରେ ହେବ ଆନ୍ତଃବିଶ୍ବବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା, ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସହ ଯୋଗଦେବେ ୩୮ଟି…

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟରେ ଆନ୍ତଃବିଶ୍ବବିଦ୍ୟାଳୟ ପ୍ରତିଯୋଗିତା ଫେବୃଆରୀ ୧୫ରୁ ୧୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି କ୍ରୀଡ଼ା ପ୍ରତିଯୋଗିତାରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସହିତ ୩୮ଟି ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟରୁ ୧୦୦୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ।…