ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି
ଭୁବନେଶ୍ବର: ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀ ମାନଙ୍କ ସହାୟତା ପାଇଁ ଥିବା ରାଜ୍ୟ କଲ୍ୟାଣ ପାଣ୍ଠିରୁ ଆଇନଜୀବୀ ମାନଙ୍କୁ ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ତାଙ୍କ ପରିବାରକୁ ସହାୟତା ପ୍ରଦାନ କରାଯାଉଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଇନଜୀବୀ ମାନଙ୍କ ପାଇଁ ଏହି ସହାୟତା ରାଶିର…