ଖୁବ୍ଶୀଘ୍ର ହିତାଧିକାରୀଙ୍କୁ ମିଳିବ ଭତ୍ତା : ମନ୍ତ୍ରୀ
ଭୁବନେଶ୍ବର : ବୃଦ୍ଧବୃଦ୍ଧା, ବିଧବା ଏବଂ ଭିନ୍ନକ୍ଷମମାନେ ୩ ମାସ ହେଲା ଭତ୍ତା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ଭତ୍ତା ପାଇଁ ହିତାଧିକାରୀ ପଞ୍ଚାୟତ କାର୍ଯ୍ୟାଳୟ ଦୌଡ଼ୁଛନ୍ତି। କାହିଁକି ଆମକୁ ଭତ୍ତା ଦେଉନ ବୋଲି ସରପଞ୍ଚମାନଙ୍କୁ ଅଭିଯୋଗ କରୁଛନ୍ତି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ…