ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରସ୍ଥିତ ଉତ୍କଳ ଗ୍ୟାଲେରିଆ ମଲ୍ର ‘ପିଭିଆର ସିନେମାସ’ (PVR Cinemas) ଠାରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ଏକ ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ପ୍ରସିଦ୍ଧ ସିନେ ତାରକା ତଥା ସାଂସଦ…