ସ୍ତ୍ରୀକୁ ମାରି ପାଇଖାନା ଟାଙ୍କିରେ ଲୁଚାଇଥିଲା ସ୍ବାମୀ, ପର୍ଦ୍ଦାଫାସ୍ କରିଦେଲା ୪ ବର୍ଷର ପୁଅ
ନବରଙ୍ଗପୁର : ନବରଙ୍ଗପୁର ରାଇଘର ଥାନା ବରଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ସ୍ତ୍ରୀକୁ ହତ୍ୟା କରି ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲା ସ୍ୱାମୀ। ବାପାର ଏଭଳି ଜଘନ୍ୟ କାଣ୍ଡର ପର୍ଦ୍ଦାଫାସ୍ କରିଛି ୪ ବର୍ଷର ପୁଅ। ଦୁଇ ଦିନ ତଳେ ସ୍ବାମୀ ସୁବାସ ଗଣ୍ଡ ନିଜ ପତ୍ନୀ ମନେଇ ଗଣ୍ଡ କେଉଁଆଡେ ପଳାଇଥିବା…