ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ପରେ ଅପହରଣ : ୫ ଦିନ ପରେ ବି ମିଳୁନି ପତ୍ତା, ଥାନା ଘେରିଲେ ଉତ୍ତ୍ୟକ୍ତ ଲୋକ
ଆଳି: କେନ୍ଦ୍ରାପଡ଼ା ଆଳି ଥାନା ଘେରିଲେ ଉତ୍ତ୍ୟକ୍ତ ଲୋକ ।ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳରେ। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅଧିନ ବାଟିପଡ଼ା ଯୁବକକୁ ମରଣାନ୍ତକ ଆକ୍ରମଣ ପରେ ଅପହରଣ ଅଭିଯୋଗ । ୫ ଦିନ ପରେ ମଧ୍ୟ ଯୁବକଙ୍କ ପତ୍ତା ମିଳୁନାହିଁ । ନ୍ୟାୟ…