ଓଆରଏଚ୍ଡିସି ଦୁର୍ନୀତି ମାମଲା :IAS ବିନୋଦ କୁମାର ଓ ବିଧାୟକ ମୋକିମଙ୍କୁ ୩ ବର୍ଷ ଜେଲଦଣ୍ଡ
ଭୁବନେଶ୍ବର : ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ (ଓଆରଏଚ୍ଡିସି) ଦୁର୍ନୀତି ମାମଲାରେ ଗୁରୁବାର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରିଛନ୍ତି। ଭୁବନେଶ୍ବରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟର ଜଜ ସତ୍ୟନାରାୟଣ ଷଡ଼ଙ୍ଗୀ ଏହି ମାମଲାର ବିଚାର କରି…