ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ : ସେନାମୁଖ୍ୟଙ୍କୁ ବିଦା କଲା ଆମେରିକା
ୱାଂଶିଟନ୍ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ଇରାନ ସହ ଯୁଦ୍ଧ ମଝିରେ ସେନାମୁଖ୍ୟଙ୍କୁ ବିଦା କଲା ଆମେରିକା।ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ଜର୍ଜଙ୍କୁ ତୁରନ୍ତ ଅବସର ନେବାକୁ କହିଛନ୍ତି।…