ବିଧାନସଭାରେ ଶକ୍ତି ପ୍ରଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ।
ନୂଆଦିଲ୍ଲୀ : ଆମ୍ ଆଦମୀ ପାର୍ଟି ବନାମ ବିଜେପି। ଦିଲ୍ଲୀରେ ଚାଲିଛି ଅପରେସନ୍ ଲୋଟସ୍ ଭର୍ସେସ୍ ଦୁର୍ନୀତି। ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ଆପ୍। ଦିଲ୍ଲୀରେ ଆପ୍ ସରକାରଙ୍କୁ ଭାଙ୍ଗିବା ପାଇଁ ବିଜେପି ଚେଷ୍ଟା କରୁଥିବା ଦାବି ଭିତରେ ଆଜି ବିଧାନସଭାରେ ଶକ୍ତି ପ୍ରଦର୍ଶନ କରିଛନ୍ତି…