ସୁବର୍ଣ୍ଣପୁର ଜିଲ୍ଲା ରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ା
ସୁବର୍ଣ୍ଣପୁର-ସୁବର୍ଣ୍ଣପରୁ ଜିଲ୍ଲା ରାମେଶ୍ବର ଷ୍ଟାଡିୟମ ଠାରେ ୭୫ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି।ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍ରେ…