ବିଜେପି ବିଧାୟକ ଟି ରାଜା ସିଂହଙ୍କୁ ନିଲମ୍ବିତ କରିଛି ବିଜେପି।
ଭୁବନେଶ୍ୱର: ପ୍ରଫେଟ ମହମ୍ମଦଙ୍କ ସମ୍ପର୍କରେ ବିବାଦୀୟ ଟିପ୍ପଣୀ ଦେଇ ଗିରଫ ହୋଇଥିବା ବିଜେପି ବିଧାୟକ ଟି ରାଜା ସିଂହଙ୍କୁ ନିଲମ୍ବିତ କରିଛି ବିଜେପି। ଆଜି ସକାଳେ ପୁଲିସ୍ ତାଙ୍କୁ ଗିରଫ କରିଥିଲା। ଏହାର କିଛି ଘଣ୍ଟା ପରେ ବିଜେପି ତାଙ୍କୁ ନିଲମ୍ବିତ କରିଛି। ଏଥିସହ କାହିଁକି ତାଙ୍କୁ ଦଳରୁ…