ଟିମ ଇଣ୍ଡିଆର ଚମତ୍କାର ବିଜୟ
ମୁମ୍ବାଇ : ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ଏବେ ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୭ ୱିକେଟ୍ ହରାଇ ୨୫୩ ରନ୍ କରିଥିଲା। ଜବାବରେ ଇଂଲଣ୍ଡ ମଧ୍ୟ କଡା ଟକ୍କର ଦେଇଥିଲା। ଇଂଲଣ୍ଡ ୨୦ ଓଭରରେ…