ଯାତ୍ରୀବାହୀ ବସକୁ ଟ୍ରକ୍ ପଛପଟୁ ଧକ୍କା ଦେଇଛି । ଦୁର୍ଘଟଣାରେ ୨ ଜଣ ଗରୁତର
ଭଦ୍ରକ : ଭଦ୍ରକ ଜିଲ୍ଲା ଜାମୁଝାଡି ବାସୁଦେବପୁର ରାସ୍ତାର ମାତାଜୀ ମଠ ବରଫ କଳ ସାମ୍ନାରେ ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସକୁ ଟ୍ରକ୍ ପଛପଟୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ୨ ଜଣ ଗରୁତର ହୋଇଛନ୍ତି। ଗୁରୁତର ଆହତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି।…