୧୧ରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବ ଶିକ୍ଷକ ସଂଘ ।
କଟକ: ସରକାର ଶିକ୍ଷାର ଉନ୍ନତି ପାଇଁ ବିଭିନ୍ନ ଯୋଜନାର ଡିଣ୍ଡିମ ପିଟୁଥିବାବେଳେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ପ୍ରତି ଅହେତୁକ ଅବହେଳା ସତେ ଯେମିତି ଧର୍ମକୁ ଆଖିଠାର ବୋଲି ପ୍ରାରମ୍ଭିକ ନିଯୁକ୍ତ ଶିକ୍ଷକ ସଂଘ ପକ୍ଷରୁ ଅଭିଯୋଗ ହୋଇଛି । ବର୍ଷ ବର୍ଷ ଧରି ସେମାନଙ୍କ ସମସ୍ୟା ସମ୍ପର୍କରେ…