ଜନମଙ୍ଗଳ ପରିଷଦ ପକ୍ଷରୁ ବାର୍ଷିକ ପଣା ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର : ପବିତ୍ର ମହାବିଷୁବ ତଥା ପଣା ସଂକ୍ରାନ୍ତି ଅବସରରେ ସାମାଜିକ ଅନୁଷ୍ଠାନ ଜନମଙ୍ଗଳ ପରିଷଦ ପକ୍ଷରୁ ବାର୍ଷିକ ପଣା ଉତ୍ସବ ଅନୁଷ୍ଠିତ ହୋଇ ଯାଇଅଛି । ଦୀର୍ଘ ୧୪ବର୍ଷ ଧରି ଆୟୋଜିତ ହୋଇ ଆସୁଥିବା ଓଡ଼ିଆ ପରମ୍ପରାର ଏହି ଅନନ୍ୟ ପର୍ବ ସ୍ଥାନୀୟ ମହାତ୍ମାଗାନ୍ଧୀ ମାର୍ଗସ୍ଥିତ ଜନମଙ୍ଗଳ…