ଶପଥ ଗ୍ରହଣ କଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି
ନୂଆ ଦିଲ୍ଲୀ: ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ୟୁୟୁ
ଲଳିତ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ କରାଇଲେ ।
Recover your password.
A password will be e-mailed to you.